ସ୍ବାଧୀନତା ଦିବସ ଅବସରରେ ତଥା ଅଗଷ୍ଟ ୧୫ ତାରିଖରେ ଆସିବାକୁ ଯାଉଛି ସୁଭଦ୍ରା ଯୋଜନାର ଏସଓପି। ଏହି ସଂପର୍କରେ ଆଜି ସୂଚନା ଦେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା ସୂଚନା କହିଛନ୍ତି ସୁଭଦ୍ରା ଯୋଜନା କିଏ ପାଇବେ ଓ କିଏ ପାଇବେନି ତାହା ଅଗଷ୍ଟ ୧୫ ତାରିଖ ଦିନ ହିଁ ଜଣାପଡ଼ିବ । ଏହାର ମୋଡାଲିଟି କଣ ରହିବ ଓ ଫର୍ମାଟ ବାବଦରେ ଜଣାପଡ଼ିବ । ଏହା ପରେ ସେପ୍ଟେମ୍ବର ୧୭ରେ ସୁଭଦ୍ରା ଯୋଜନା ରାଜ୍ୟରେ ଲାଗୁ ହେବ । ତେଣୁ ମହିଳାଙ୍କୁ ଭ୍ରମିତ ନ ହେବାକୁ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା ଆହ୍ବାନ ଦେଇଛନ୍ତି। Post navigation ରେଳ ପ୍ରକଳ୍ପ ନେଇ କେନ୍ଦ୍ର ରେଳମନ୍ତ୍ରୀଙ୍କ ସହିତ ଭିଡିଓ କନଫରେନ୍ସ ଜରିଆରେ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବିନେଶ ଫୋଗାଟଙ୍କ ଅପିଲ ଉପରେ ନିଷ୍ପତ୍ତି ଅଗଷ୍ଟ ୧୩ରେ