୩ ଦିନିଆ ଦିଲ୍ଲୀ ଗସ୍ତରେ ଅଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ। ଆଜି ଜାତୀୟ ରାଜପଥ ନିର୍ମାଣ ନେଇ ସମୀକ୍ଷା ବୈଠକ ହେବ। ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ସମୀକ୍ଷା ବୈଠକରେ ସାମିଲ ହେବେ। ଜାତୀୟ ରାଜପଥ ନିର୍ମାଣ ପ୍ରସଙ୍ଗରେ ବିଶେଷ ଆଲୋଚନା ହେବ । ସାଙ୍ଗଠନିକ ପ୍ରସଙ୍ଗରେ ମଧ୍ୟ ଚର୍ଚ୍ଚା କରିପାରନ୍ତି। ରାଜ୍ୟସଭା ଉପନିର୍ବାଚନକୁ ନେଇ ଆଲୋଚନା ହୋଇପାରେ। ଏଭଳି ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ହୋଇପାରେ।

Leave a Reply

Your email address will not be published. Required fields are marked *