ପାରା ବ୍ୟାଡମିଣ୍ଟନ ଖେଳାଳୀ ପ୍ରମୋଦ ଭଗତ ନିଲମ୍ବିତ ହୋଇଛନ୍ତି । ୧୮ ମାସ ପାଇଁ ପ୍ରମୋଦ ନିଲମ୍ବିତ କରିଛି ବିଶ୍ବ ବ୍ୟାଡମିଣ୍ଟନ ଫେଡେରେସନ। ଡୋପିଂ ନିରୋଧୀ ନିୟମ ଉଲ୍ଲଂଘନ ଅଭିଯୋଗରେ ନିଲମ୍ବିତ କରାଯାଇଛି । ୨୦୨୪ ପ୍ୟାରିସ ପାରା ଅଲିମ୍ପିକ୍ସରେ ପ୍ରମୋଦ ଭାଗ ନେଇପାରିବେନି । ୨୦୨୦ ଟୋକିଓ ପାରା ଅଲିମ୍ପିକ୍ସରେ ସ୍ବର୍ଣ୍ଣ ଜିତି ଦେଶ ପାଇଁ ଗୌରବ ଆଣିଥିଲେ ପ୍ରମୋଦ । Post navigation ୩ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ-କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ବୈଠକ