ଭୁବନେଶ୍ୱର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନାଙ୍କୁ ହାଇକୋର୍ଟଙ୍କ ନୋଟିସ । ନିର୍ବାଚନୀ ଅନିୟମିତତା ମାମଲାରେ ହାଇକୋର୍ଟ ନୋଟିସ ଜାରି କରିଛନ୍ତି। ବିଜେପି ପ୍ରାର୍ଥୀ ଜଗନ୍ନାଥ ପ୍ରଧାନଙ୍କ ଆବେଦନ ଆଧାରରେ ନୋଟିସ୍ ଜାରି ହୋଇଛି। ସେପ୍ଟେମ୍ବର ୯ରେ ହାଇକୋର୍ଟରେ ମାମଲାର ପରବର୍ତ୍ତୀ ଶୁଣାଣି ହେବା ସୂଚନା। ସୂଚନାଯୋଗ୍ୟ, ୨୦୨୪ ବିଧାନସଭା ନିର୍ବାଚନରେ ଭୁବନେଶ୍ବର ମଧ୍ୟରୁ ଭାଜପା ପ୍ରାର୍ଥୀ ଜଗନ୍ନାଥ ପ୍ରଧାନମାତ୍ର ୩୭ ଖଣ୍ଡ ଭୋଟରେ ଅନନ୍ତ ନାରାୟଣଙ୍କ ଠାରୁ ପରାସ୍ତ ହୋଇଥିଲେ। ତେବେ ନିର୍ବାଚନୀ ଫଳାଫଳାକୁ ନେଇ ଅସନ୍ତୁଷ୍ଟ ଜଗନ୍ନାଥ ଆଜି ହାଇକୋର୍ଟଙ୍କ ଦ୍ୱାରସ୍ତ ହୋଇଥିଲେ। Post navigation କଳାଟଙ୍କାର ପାହାଡ ସୃଷ୍ଟି କରିଥିବା ବିଜେଡି ସରକାରର ଗେହ୍ଲାପୁଅମାନେ ଏବେ ଜେଲ୍ ମୁହାଁ: ବିଜେପି ଓଡ଼ିଶାରେ ହେବାକୁ ଥିବା ସର୍ଭିସ ରୋଡକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପ୍ରେସମିଟ୍