ସୁନ୍ଦରଗଡ଼ ଜିଲ୍ଲା ବରସୁଆଁ ରେଂଜ ବାଲିଝୁଡ଼ି ଗାଁରେ ହାତୀ ଉପଦ୍ରବ । ୪ ଛୁଆଙ୍କ ସହ ମାଆ ଶୋଇଥିଲା ବେଳେ ଘର ଭାଙ୍ଗିଲା ହାତୀ। କାନ୍ଥ ତଳେ ଚାପି ହୋଇ ଗର୍ଭବତୀ ମାଆ ସହିତ ଆଠ ବର୍ଷ ପୁଅର ମୃତ୍ୟୁ ହୋଇଛି। ଆଉ ୩ ଝିଅ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି l ମୃତକ ହେଲେ ମାଆ ସୁକାନ୍ତି ଭତ୍ତା ଓ ୮ ବର୍ଷର ପୁଅ ସୁଖନାଥ ଭତ୍ତା। ମୃତ ସୁକାନ୍ତି ଚାରି ମାସର ଗର୍ଭବତୀ ଥିବା ଜଣାପଡିଛି । Post navigation ଗଞ୍ଜେଇ ମାଫିଆଙ୍କ ସହ ଲିଙ୍କ; ୭ ପୋଲିସ ନିଲମ୍ବିତ, ୨ ହୋମଗାର୍ଡ ବିଦା ରାଜଧାନୀରେ ଆୟୋଜିତ ବିଶାଳ ତ୍ରିରଙ୍ଗା ରାଲିରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ