ଖୋର୍ଦ୍ଧା-ବଲାଙ୍ଗୀର ରେଳପଥରେ ଆଉ ଏକ ଟନେଲ୍ ଖୋଲିଲା । ପୁରୁଣାକଟକରୁ ଛାରିଛକକୁ ସଂଯୋଗ କରୁଥିବା ସିଙ୍ଗାନିବିଡ଼ାରେ ଏହି ଟନେଲ ଖୋଲିଛି। ପୂର୍ବତଟ ରେଳପଥ ସିଇଓଙ୍କ ଉପସ୍ଥିତିରେ ୭ ନମ୍ବର ଟନେଲ ଖୋଲିଛି। ୭ ନମ୍ବର ଟନେଲର ଦୂରତା ପ୍ରାୟ ୨ କିଲୋମିଟର ରହିଛି। ବର୍ଷ ଶେଷ ସୁଦ୍ଧା ସବୁ ଟନେଲର ଉଭୟ ପଟକୁ ବାଟ ଫିଟିବ ବୋଲି ସିଇଓ କହିଛନ୍ତି। Post navigation ରାଜ୍ୟସଭା ପ୍ରାର୍ଥୀ ଘୋଷଣା ପରେ ମମତା ମହାନ୍ତଙ୍କ ପ୍ରତିକ୍ରିୟା ମୁଁ ସୁସ୍ଥ: କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ