କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିଥିବା ବେଳେ ଦିଲ୍ଲୀ ଏମ୍ସରେ ଭର୍ତ୍ତି ହୋଇଥିବା ନେଇ ବିଭିନ୍ନ ଗଣମାଧ୍ୟମରେ ଖବର ପ୍ରକାଶ ପାଇବା ପରେ ଏ ନେଇ ପ୍ରତିକ୍ରିୟା ରଖିଛନ୍ତି କେନ୍ଦ୍ରମନ୍ତ୍ରୀ । ଶ୍ରୀ ଓରାମ ଟ୍ୱିଟ କରି କହିଛନ୍ତି ଡେ଼ଙ୍ଗୁରୁ ସୁସ୍ଥ ହୋଇ ଏବେ ନୀରିକ୍ଷଣରେ ଅଛି । ଦୟାକରି ଏଭଳି ଭୁଲ ତଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ନାହିଁ । ମୁଁ ଏବେ ସୁସ୍ଥ ଅଛି ବୋଲି କହିଛନ୍ତି । Post navigation ଖୋର୍ଦ୍ଧା-ବଲାଙ୍ଗୀର ରେଳପଥରେ ଖୋଲିଲା ଆଉ ଏକ ଟନେଲ୍ ଗୋପବନ୍ଧୁ ସାମ୍ବାଦିକ ସ୍ଵାସ୍ଥ୍ଯ ବୀମା ୨୦ ଲକ୍ଷକୁ ବୃଦ୍ଧି ସହ ବାପା-ମା’ଙ୍କୁ ସାମିଲ ଦାବି