ରାଜ୍ୟରେ ଡ୍ୟାନ୍ସ ବାର୍ ସଂପୂର୍ଣ୍ଣ ବନ୍ଦ ହେବ ବୋଲି ଆଜି ସୂଚନା ଦେଇଛନ୍ତି ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ମନ୍ତ୍ରୀ କହିଛନ୍ତି ସ୍କୁଲ, କଲେଜ, ମନ୍ଦିର ପାଖରେ ମଦ ଦୋକାନ ରହିବନି । ଶିକ୍ଷାନୁଷ୍ଠାନ ଓ ମନ୍ଦିର ଠାରୁ ଯଥେଷ୍ଟ ଦୂରରେ ରହିବ ମଦ ଦୋକାନ । ଓଡିଆ ଅସ୍ମିତାକୁ ନେଇ ନୂଆ ଅବକାରୀ ନୀତି ଅଣାଯିବ । ଏହା ସହ ଚୋରା ମଦ କାରବାର ନେଟୱାର୍କର ମୂଳୋତ୍ପାଟନ ହେବ ବୋଲି ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। Post navigation ଲୋକସଭା ନିର୍ବାଚନ ଅନିୟମିତତା ଅଭିଯୋଗ; ଧର୍ମେନ୍ଦ୍ର ପ୍ରଧାନଙ୍କୁ ହାଇକୋର୍ଟ ନୋଟିସ୍ ଚିକିଟି ମଦମୃତ୍ୟୁ ମାମଲା; ଆଇସିୟୁରେ ଭର୍ତ୍ତି ହେଲେ ଆଉ ଦୁଇ ଅସୁସ୍ଥ