ବନ୍ଦ କୋଠରୀ ଭିତରୁ ମିଳିଲା କନିଷ୍ଠ ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ । ଏପରି ଏକ ଚାଞ୍ଚଲ୍ୟକର ଘଟଣା ବାଲେଶ୍ୱର ଜିଲ୍ଲା ଭୋଗରାଇ ବ୍ଲକରେ ଘଟିଛି। ମୃତକ ବାରିପଦାର ମୋନାଲିସା ହେମ୍ବ୍ରମ ବୋଲି ଜଣାଯାଇଛି । ସେ ଭୋଗରାଇ ବ୍ଲକରେ ଗତ ୬ ମାସ ହେବ କନିଷ୍ଠ ଯନ୍ତ୍ରୀ ଭାବେ କାର୍ଯ୍ୟରତ ଥିଲେ । ଆଉ ସକାଳୁ ବନ୍ଦ କୋଠରୀ ଭିତରୁ ମିଳିଲା କନିଷ୍ଠ ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ । ପୋଲିସକୁ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି ।

Leave a Reply

Your email address will not be published. Required fields are marked *