ପୁରୀ ସେବାୟତଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

ଆଜି ପୁରୀ ସର୍କିଟ ହାଉସ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶ୍ରୀମନ୍ଦିର ସେବାୟତମାନଙ୍କ ସହ ଏକ ସ୍ୱତନ୍ତ୍ର ବୈଠକରେ ଆଲୋଚନା କରିଛନ୍ତି । ମୁଖ୍ୟମନ୍ତ୍ରୀ ପ୍ରଥମେ ରଥଯାତ୍ରାର ସମସ୍ତ ନୀତିକାନ୍ତି ସୂଚାରୁ ରୂପେ ନିର୍ବାହ କରିଥିବାରୁ ସମସ୍ତଙ୍କୁ ଧନ୍ୟବାଦ ଦେଇ…

ପୁରୀରେ ସୁରକ୍ଷା ସମୀକ୍ଷା ବୈଠକର ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସୂଚନା

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ପୁରୀ ଗସ୍ତ କରି ସୁରକ୍ଷା ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରିଛନ୍ତି । ମହାପ୍ରଭୁଙ୍କ ରଥଯାତ୍ରାର ଅବଶିଷ୍ଟ କାର୍ଯ୍ୟକ୍ରମ – ବାହୁଡ଼ା, ସୁନାବେଶ ଓ ନିଳାଦ୍ରୀବିଜେ ଭଳି ତିନିଟି ବଡ଼ ପର୍ବ ଗୁଡ଼ିକର ଆୟୋଜନକୁ ସୁବ୍ୟବସ୍ଥିତ…

ବିଏମ୍ସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣାରେ ପଞ୍ଚମ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର ମହାନଗର ନିଗମ କାର୍ଯ୍ୟାଳୟରେ ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ଆକ୍ରମଣ କରିବା ଘଟଣାରେ ଗତକାଲି ପୋଲିସ ତିନି ଜଣଙ୍କୁ ଗିରଫ କରିଥିବାବେଳେ ଆଜି ଆଉ ଦୁଇଜଣଙ୍କୁ ଗିରଫ କରିଛି । ବିଜେପି କର୍ପୋରେଟର ଜୀବନ ରାଉତ, ରଶ୍ମୀ ମହାପାତ୍ର ଏବଂ…

ଜୁଲାଇ ୧୧ ରେ ଓଡ଼ିଶା ଆସିବେ ରାହୁଲ ଗାନ୍ଧୀ, ମଲ୍ଲିକାର୍ଜୁନ ଖଡ୍‌ଗେ

ଆସନ୍ତା ୧୧ ତାରିଖରେ ଓଡ଼ିଶା ଗସ୍ତରେ ଆସିବେ ଲୋକସଭାରେ ବିରୋଧୀଦଳ ନେତା ରାହୁଲ ଗାନ୍ଧୀ ଏବଂ କଂଗ୍ରେସ ଦଳ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ୍‌ଗେ । ଏନେଇ ବରିଷ୍ଠ କଂଗ୍ରେସ ନେତା ଜୟଦେବ ଜେନା ଆଜି ସୂଚନା ଦେଇଛନ୍ତି । ପୂର୍ବରୁ ଜୁଲାଇ…

ମାଆ ହେବ ବାଘୁଣୀ ଜିନତ୍

ମାଆ ହେବ ବାଘୁଣୀ ଜିନତ୍ । ଆସନ୍ତା ସେପ୍ଟେମ୍ବରରେ ମାଆ ହେବ ମହାରାଷ୍ଟ୍ରର ତଡ଼ଭା ଅନ୍ଧାରୀ ବ୍ୟାଘ୍ର ପ୍ରକଳ୍ପରୁ ଆସିଥିବା ୩ ବର୍ଷିୟା ବାଘୁଣୀ ଜିନତ୍ । ବାଘୁଣୀ ଜିନତ୍ ଶିମିଳିପାଳ ଅଭୟାରଣ୍ୟର ଜଣାଶୁଣା ମହାବଳ ‘ଟି-୧୨’ ସହ ସହବାସରୁ ଗର୍ଭବତୀ…

ଅନିର୍ଦ୍ଦିଷ୍ଟ କାଳ ପାଇଁ ଛୁଟିରେ ଗଲେ ୧୪ ଜିଲ୍ଲାର ଓଏଏସ ଓ ଓଆରଏସ ଅଫିସର

ଭୁବନେଶ୍ୱର ମହାନଗର ନିଗମ (ବିଏମସି)ର ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କ ଉପରେ ସୋମବାର ବିଏମସି କାର୍ଯ୍ୟାଳୟରେ ମରାଣାତ୍ମକ ଆକ୍ରମଣ ଘଟଣାକୁ ନେଇ ପ୍ରତିବାଦ କହିଛନ୍ତି ଓଏଏସ ଓ ଓଆରଏସ ଅଫିସର । ଏହି ଘଟଣାକୁ ବିରୋଧ କରି ଅନିର୍ଦ୍ଦିଷ୍ଟ କାଳ ପାଇଁ…

ବିଏମସି ଘଟଣା; ସଂପୃକ୍ତ ଅଭିଯୋଗ ଆଧାରରେ ୫ଜଣଙ୍କୁ ବିଜେପିରୁ ନିଲମ୍ବନ

ଗତ କାଲି ଜୁନ ୩୦ ତାରିଖ ଦିନ ଭୁବନେଶ୍ୱର ମହାନଗର ନିଗମ କାର୍ଯ୍ୟାଳୟରେ ହିଂସାକାଣ୍ଡରେ ସଂପୃକ୍ତି ଅଭିଯୋଗ ଆଧାରରେ ୫ଜଣଙ୍କୁ ବିଜେପିର ପ୍ରାଥମିକ ସଦସ୍ୟ ପଦରୁ ନିଲମ୍ବନ କଲେ ରାଜ୍ୟ ସଭାପତି ମନମୋହନ ସାମଲ । ସେମାନେ ହେଲେ କର୍ପୋରେଟର ଅପରୂପ…

ଆସିଆଇସିଆଇ, ଆକ୍ସିସ୍ ଓ ଏଚ୍‌ଡିଏଫ୍‌ସି ବ୍ୟାଙ୍କ ସହିତ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ

ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆସିଆଇସିଆଇ, ଆକ୍ସିସ୍ ଓ ଏଚ୍‌ଡିଏଫ୍‌ସି ବ୍ୟାଙ୍କର ପ୍ରତିନିଧି ମାନଙ୍କ ସହିତ ଆଲୋଚନା କରି ବିଭିନ୍ନ ଜନକଲ୍ୟାଣ ଯୋଜନାରେ ଗରିବ ଲୋକମାନଙ୍କୁ ଅଧିକ ୠଣ ଦେବାପାଇଁ ପରାମର୍ଶ ଦେଇଛନ୍ତି। ସୂଚନାଯୋଗ୍ୟ ,…

ଗଞ୍ଜାମ ଆସିଷ୍ଟାଣ୍ଟ କଲେକ୍ଟର ବିଞ୍ଜେଶ ରଞ୍ଜନ ନାୟକ ନିଲମ୍ବିତ

ଗଞ୍ଜାମ ଆସିଷ୍ଟାଣ୍ଟ କଲେକ୍ଟର ବିଞ୍ଜେଶ ରଞ୍ଜନ ନାୟକ ନିଲମ୍ବିତ । ଜଟଣୀ ସବରେଜିଷ୍ଟର ଥିବା ବେଳେ ଦୁର୍ନୀତି କରିଥିବା ଅଭିଯୋଗରେ ତାଙ୍କୁ ନିଲମ୍ବିତ କଲେ ରାଜସ୍ୱ ବିଭାଗ । ସଵ ରେଜିଷ୍ଟର ଥିବା ବେଳେ ବେଆଇନ ଭାବେ ହୋମ ଭିଜିଟ କରି…

ଲୋକଙ୍କୁ ଦୁର୍ବ୍ୟବହାର କରିବା ପଡ଼ିଲା ମହଙ୍ଗା; ଘସିପୁରା ତହସିଲଦାରଙ୍କୁ କାରଣ ଦର୍ଶାଅ ନୋଟିସ୍

ତହସିଲଦାରଙ୍କୁ କାରଣ ଦର୍ଶାଅ ନୋଟିସ । କେନ୍ଦୁଝର ଘସିପୁରା ତହସିଲଦାର ଅଭୟ କୁମାର ସ୍ୱାଇଁଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି ହୋଇଛି । ସାଧାରଣ ଜନତାଙ୍କୁ ଦୁର୍ବ୍ୟବହାର ଅଭିଯୋଗ ପରେ ରାଜସ୍ୱ ବିଭାଗ ପକ୍ଷରୁ ସମ୍ପୃକ୍ତ ତହସିଲଦାରଙ୍କୁ ଜବାବ ତଲବ କରାଯାଇଛି…