ଆଜି ଭାଦ୍ରବ କୃଷ୍ଣପକ୍ଷ ଅଷ୍ଟମୀ ତିଥି । ପବିତ୍ର ଜନ୍ମାଷ୍ଟମୀ । ଆଜି ଠାରୁ ଶ୍ରୀକୃଷ୍ଣଙ୍କ ଜନ୍ମନୀତି ଆରମ୍ଭ ହୋଇ କଂସ ବଦ୍ଧ ପର୍ଯ୍ୟନ୍ତ ଶ୍ରୀକୃଷ୍ଣ ଲୀଳା ମଧ୍ୟ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ । ଏଥିପାଇଁ ଶ୍ରୀମନ୍ଦିରରେ ସଂନ୍ଧ୍ୟା ଧୂପ ନୀତି ପରେ ଶ୍ରୀକୃଷ୍ଣ ଜନ୍ମନୀତି ଅନୁଷ୍ଠିତ କରାଯିବ । ଏହି ପବିତ୍ର ଦିନରେ ଶ୍ରୀକୃଷ୍ଣ ଜନ୍ମନୀତି ପାଇଁ ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ । ସଂଧ୍ୟା ଆଳତୀ ପରେ ସଂଧ୍ୟା ୭ରୁ ରାତି ୧୧ଟା ଯାଏଁ ଦର୍ଶନ ବନ୍ଦ ।

Leave a Reply

Your email address will not be published. Required fields are marked *