ସାରା ରାଜ୍ୟରେ ସୁନ୍ଦରଗଡ଼ରେ ଡେଙ୍ଗୁ ଆକ୍ରାନ୍ତଙ୍କ ସବୁଠୁ ଅଧିକ। ଡେଙ୍ଗୁ ସ୍ଥିତି ନେଇ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନୀଳକଣ୍ଠ ମିଶ୍ର ପ୍ରତିକ୍ରିୟା ରଖିଛନ୍ତି। ବର୍ତ୍ତମାନ ସୁଦ୍ଧା ୭୦ ହଜାର ଟେଷ୍ଟିଂ ହୋଇଥିବା ବେଳେ ୨୭୫୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।ସୁନ୍ଦରଗଡ଼ରୁ ସର୍ବାଧିକ ୮୬୫ ଓ ଖୋର୍ଦ୍ଧାରୁ ୮୩୭ ରୋଗୀ ଚିହ୍ନଟ ହୋଇଛନ୍ତି । କେବଳ ଭୁବନେଶ୍ବରରୁ ୫୦୦ରୁ ଅଧିକ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଥିବା ସୂଚନା ମିଳିଛି।

Leave a Reply

Your email address will not be published. Required fields are marked *