ରାଜନଗରରେ ବିଜେପିର ସଦସ୍ୟତା ଅଭିଯାନ କର୍ମଶାଳାରେ ୨ ଗୋଷ୍ଠୀ ହାତାହାତି ହୋଇଛନ୍ତି । ବିଧାୟକ ପ୍ରାର୍ଥୀ ଲଳିତ ବେହେରାଙ୍କ ନେତୃତ୍ବରେ କର୍ମଶାଳା ଆୟୋଜିତ ହୋଇଥିଲା । ଏହି କର୍ମଶାଳାରେ ହାତାହାତି ହୋଇଥିବା ଦେଖିବାକୁ ମିଳିଛି । ଏହି ସମୟରେ ୨ ବିଜେପି କର୍ମୀ ଆହତ ହୋଇଥିବା ବେଳେ ରାଜନଗର ମେଡିକାଲରେ ଭର୍ତ୍ତି କରାଯାଇଛି।ପୁରୁଣା କର୍ମୀଙ୍କୁ ଡକାଯାଇ ନଥିବା ଅଭିଯୋଗରେ ହାତାହାତି ହୋଇଥିବା ଜଣାପଡିଛି ।

Leave a Reply

Your email address will not be published. Required fields are marked *