ମହିଳାଙ୍କ ସୁବିଧା ନିମନ୍ତେ ରାଜ୍ୟର ସମସ୍ତ ସରକାରୀ ଓ ଘରୋଇ କର୍ଯ୍ୟାଳୟ ସହ ସର୍ବସାଧାରଣ ସ୍ଥାନରେ ପ୍ରତିଷ୍ଠା ହେବ ସ୍ତନ୍ୟପାନ କକ୍ଷ । ଏହା ସହ ଆରାମଦାୟକ, ଏକାନ୍ତ ଏବଂ ସ୍ଵଚ୍ଛ ସ୍ଥାନ ପ୍ରତିଷ୍ଠା କରିବା ପାଇଁ ସବୁ ଜିଲ୍ଲାପାଳ ଓ ବିଭାଗକୁ ଚିଠି ଲେଖିଲେ ମହିଳା ଓ ଶିଶୁ କଲ୍ୟାଣ ବିଭାଗ । ଏହି ପଦକ୍ଷେପ ଦ୍ବାରା କର୍ମଜୀବୀ ମା’ମାନଙ୍କ ପାଇଁ ସହାୟକ ହେବା ଏହାଦ୍ବାରା ସଂପୃକ୍ତି ମହିଳା କର୍ମଜୀବୀଙ୍କ ବୃତ୍ତିଗତ ଏବଂ ବ୍ୟକ୍ତିଗତ ଦାୟିତ୍ୱକୁ ସନ୍ତୁଳିତ କରିପାରିବେ Post navigation ବିଜୁଛାତ୍ର ଜନତା ଦଳର କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ନବୀନ ପଟ୍ଟନାୟକ ବିଜେପିରେ ଯୋଗ ଦେଲେ ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନ୍