ମହିଳାଙ୍କ ସୁବିଧା ନିମନ୍ତେ ରାଜ୍ୟର ସମସ୍ତ ସରକାରୀ ଓ ଘରୋଇ କର୍ଯ୍ୟାଳୟ ସହ ସର୍ବସାଧାରଣ ସ୍ଥାନରେ ପ୍ରତିଷ୍ଠା ହେବ ସ୍ତନ୍ୟପାନ କକ୍ଷ । ଏହା ସହ ଆରାମଦାୟକ, ଏକାନ୍ତ ଏବଂ ସ୍ଵଚ୍ଛ ସ୍ଥାନ ପ୍ରତିଷ୍ଠା କରିବା ପାଇଁ ସବୁ ଜିଲ୍ଲାପାଳ ଓ ବିଭାଗକୁ ଚିଠି ଲେଖିଲେ ମହିଳା ଓ ଶିଶୁ କଲ୍ୟାଣ ବିଭାଗ । ଏହି ପଦକ୍ଷେପ ଦ୍ବାରା କର୍ମଜୀବୀ ମା’ମାନଙ୍କ ପାଇଁ ସହାୟକ ହେବା ଏହାଦ୍ବାରା ସଂପୃକ୍ତି ମହିଳା କର୍ମଜୀବୀଙ୍କ ବୃତ୍ତିଗତ ଏବଂ ବ୍ୟକ୍ତିଗତ ଦାୟିତ୍ୱକୁ ସନ୍ତୁଳିତ କରିପାରିବେ

Leave a Reply

Your email address will not be published. Required fields are marked *