୨୦୨୩-୨୪ରେ ଗୁଟଖାରୁ ରାଜ୍ୟକୁ ମିଳିଥିଲା ୧୦୧୨ କୋଟି ଟଙ୍କା । ଆଜି ବିଧାନଭାରେ ଗୁଟଖାରୁ ଟିକସକୁ ନେଇ ଟଙ୍କଧର ତ୍ରିପାଠୀଙ୍କ ପ୍ରଶ୍ନରେ ଉତ୍ତରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ୧୦୧୨.୫୬ କୋଟିର ଟିକସ ଆଦାୟ କରିଥିଲେ ରାଜ୍ୟ ସରକାର । ୨୦୨୪-୨୫ ଜୁଲାଇ ସୁଦ୍ଧା ଆଦାୟ ହୋଇଛି ୩୫୭.୧୬ କୋଟି ଟଙ୍କା । Post navigation ଆପ୍ ବିଧାୟକ ଅମାନତୁଲ୍ଲା ଖାନ ଗିରଫ ଆଜିଠାରୁ ବିଜେପିର ସଦସ୍ୟତା ଅଭିଯାନ ଆରମ୍ଭ