ଆସନ୍ତା ୧୭ ତାରିଖରେ ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏ ସଂପର୍କରେ ଆଜି ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ସେ କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜନତା ମଇଦାନରେ ସୁଭଦ୍ରା ଯୋଜନା ହିତାଧିକାରୀଙ୍କୁ ଟଙ୍କା ବାଣ୍ଟିବେ । ୧୭ ସୁଦ୍ଧା ଚୟନ ଯୋଗ୍ୟ ହିତାଧିକାରୀଙ୍କୁ ପ୍ରଥମ ପର୍ଯ୍ୟାୟରେ ଟଙ୍କା ମିଳିବ । ସୁଭଦ୍ରା ଯୋଜନାରେ ହିତାଧିକାରୀଙ୍କୁ ବର୍ଷକୁ ଦୁଇ ଥର ମିଳିବ ସୁଭଦ୍ରା କିସ୍ତି। ମାର୍ଚ୍ଚ ଅନ୍ତର୍ଜାତିକ ମହିଳା ଦିବସ ଓ ରାଖୀ ପୂର୍ଣ୍ଣିମାରେ ମିଳିବ ୫ହଜାର ଟଙ୍କା ଲେଖାଏଁ କିସ୍ତି। ଚଳିତ ବର୍ଷ ରାକ୍ଷୀ ପୂର୍ଣ୍ଣିମା ସରିଯାଇଥିବାରୁ ସେପ୍ଟେମ୍ବର ୧୭ ତାରିଖରେ ପ୍ରଥମ କିସ୍ତି ଦିଆଯିବ। Post navigation ଆଜିଠାରୁ ବିଜେପିର ସଦସ୍ୟତା ଅଭିଯାନ ଆରମ୍ଭ ୮୦ ଦିନରେ ହୋଇଛି ୩୯ ଜଣ ସରକାରୀ କର୍ମଚାରୀଙ୍କ ଉପରେ ରେଡ୍