ଭାରତୀୟ ନୌସେନାରେ ସାମିଲ ହେବ ୩ ଯୁଦ୍ଧ ଜାହାଜ

ଆଜି ଦେଶ ପାଳୁଛି ୭୭ତମ ସେନା ଦିବସ । ଭାରତୀୟ ସେନାର ପରାକାଷ୍ଠା ଏବଂ ପରାକ୍ରମର ସମ୍ମାନ ପାଇଂ ପ୍ରତିବର୍ଷ ଜାନୁଆରୀ ୧୫ ତାରିଖକୁ ସ୍ଥଳସେନା ଦିବସ ଭାବେ ପାଳନ କରାଯାଏ । ଆଜି ଭାରତୀୟ ନୌସେନା ପାଇଁ ଐତିହାସିକ ଦିନ।…

୩ଦିନ ହେଲା ଉପାସରେ ମହାପ୍ରଭୁ ଲିଙ୍ଗରାଜ

୩ ଦିନ ହେଲାଣି ଉପାସରେ ଶ୍ରୀଲିଙ୍ଗରାଜ । ବଡୁ ସେବାୟତ ଓ ପୂଜା ପଣ୍ଡା ନିଯୋଗର ସେବା ବିବାଦକୁ ନେଇ ନୀତି ବିଭ୍ରାଟ ହୋଇଛି । ସୋମବାର ସନ୍ଧ୍ୟାରୁ ଏପର୍ଯ୍ୟନ୍ତ ହୋଇନି ନୀତିକାନ୍ତି । ଟ୍ରଷ୍ଟ ବୋର୍ଡ ବୈଠକ ଡାକି ସ୍ଥାୟୀ…

ଦଶମ ପରୀକ୍ଷା ପ୍ରଶ୍ନପତ୍ର ଭାଇରାଲ୍ ରୋକିବ ନମ୍ବରିଂ, ୱାଟର ମାର୍କ, ବାର୍ କୋଡ୍‌

ଦଶମ ଶ୍ରେଣୀ ବାର୍ଷିକ ପରୀକ୍ଷା-୨୦୨୫ ର ପ୍ରଶ୍ନପତ୍ର ଲିକ୍‌ ଓ ଭାଇରାଲ୍ ରୋକିବାକୁ ମାଧ୍ୟମିକ ଶିକ୍ଷା ‌ବୋର୍ଡ ବଡ଼ ପଦକ୍ଷେପ ନେଇଛି । ଅତ୍ୟାଧୁନିକ ହେବ ଚଳିତବର୍ଷର ଦଶମ ଶ୍ରେଣୀ ପରୀକ୍ଷା ପରିଚାଳନା । ଚଳିତ ଥର ଦଶମ ଶ୍ରେଣୀର ବୋର୍ଡ…

ଖଣ୍ଡଗିରି ମେଳା ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ମନା

ଭୁବନେଶ୍ୱର ଖଣ୍ଡଗିରି ମହୋତ୍ସବରେ ଚଳିତ ବର୍ଷ ହେବନି ଅଶ୍ଳୀଳ ନୃତ୍ୟ । ଏ ବର୍ଷ ଖଣ୍ଡଗିରିରେ ନାଚି ପାରିବେ ନାହିଁ ଆଇଟମ୍‌ ଡ୍ୟାନ୍ସର । ଆଜି ଖଣ୍ଡଗିରି ଯାତ୍ରା କମିଟି ଏବଂ କମିଶନରେଟ ପୁଲିସ ମଧ୍ୟରେ ହୋଇଥିବା ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ…

ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା; କେନ୍ଦୁଝରରେ ହେବ ମେଗା ଷ୍ଟିଲ ପ୍ଲାଣ୍ଟ

କେନ୍ଦୁଝରର ବିକାଶକୁ ପ୍ରାଥମିକତା ଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଅପରାହ୍ନରେ କେନ୍ଦୁଝର ଜିଲ୍ଲା ଝୁମ୍ପୂରା ଠାରେ ଏକ ନବ ନିର୍ମିତ ସେତୁର ଉଦଘାଟନ କରିଛନ୍ତି । ଏହି ଅବସରରେ ଗଣ ମାଧ୍ୟମକୁ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ…

ଭାରତୀୟ ଖେଳାଳିଙ୍କ ପାଇଁ ବିସିସିଆଇ ଆଣିବ ନୂଆ ନିୟମ

ଅଷ୍ଟ୍ରେଲିଆ ଠାରୁ ପରାଜୟ ପରେ କଠୋର ନିୟମ ଆଣିବାକୁ ଯୋଜନା କରୁଛି ବିସିସିଆଇ (ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ) । ବିସିସିଆଇର ନୂଆ ନିୟମ ଅନୁଯାୟୀ ସମ୍ପୂର୍ଣ୍ଣ ଟୁର୍ଣ୍ଣାମେଣ୍ଟ ସମୟରେ ଖେଳାଳିମାନେ ସେମାନଙ୍କ ସ୍ତ୍ରୀଙ୍କ ସହିତ ରହିପାରିବେ ନାହିଁ । କୌଣସି…

ରାଜ୍ୟରେ ଘନ କୁହୁଡି ପାଇଁ ୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି 

ରାଜ୍ୟରେ ଶୀତର ଲହରୀ ଜାରି ରହିଛି। ଶୀତ ସାଙ୍ଗକୁ ଘନ କୁହୁଡ଼ି ଜନଜୀବନକୁ ଅସ୍ତବ୍ୟସ୍ତ କରୁଛି । ବର୍ତ୍ତମାନ ରାଜ୍ୟରେ ଶୀତର ପରିମାଣ କମିଥିବା ବେଳେ ରାତି ତାପମାତ୍ରା ଧୀରେ ଧୀରେ ବଢିଛି । ହେଲେ ଆସନ୍ତା ୧୭ରୁ ପୁଣି ଶୀତର…

ଜାମ୍ମୁ-କାଶ୍ମୀରରେ ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣ; ୬ ଯବାନ ଆହତ

ଜାମ୍ମୁ-କାଶ୍ମୀର ରାଜୌରୀର ନୌସେରା ସେକ୍ଟରରେ ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣ । ଯବାନମାନେ ପାଟ୍ରୋଲିଂରେ ଥିବା ସମୟରେ ଏହି ବିସ୍ଫୋରଣ ଘଟିଛି । ଲ୍ୟାଣ୍ଡମାଇନ ବିସ୍ଫୋରଣରେ ୬ ଜଣ ଯବାନ ଆହତ ହୋଇଛନ୍ତି । ଆହତ ଯବାନମାନଙ୍କୁ ତୁରନ୍ତ ଡାକ୍ତରଖାନା ନିଆଯାଇଥିଲା ଏବଂ ସେଠାରେ…

ଦିଲ୍ଲୀରେ ଓଡ଼ିଶା ବିଜେପିର ମାନସ ମନ୍ଥନ

ଦିଲ୍ଲୀରେ ରାଜ୍ୟ ବିଜେପିର ବଡ଼ ବୈଠକ । ରାଜ୍ୟ ବିଜେପିର ସାଂଗଠନିକ ଓ ରାଜ୍ୟ ସଭାପତି ନିର୍ବାଚନ ନେଇ ଆଜି ଦିଲ୍ଲୀରେ ରାଜ୍ୟ ବିଜେପିର ବୈଠକ ହୋଇଥିବା ସୂଚନା ମିଳିଛି । ଦିନେ ୨ଦିନ ଭିତରେ ସରିବ ୩୭ ସାଙ୍ଗଠନିକ ଜିଲ୍ଲାର…

ଆସନ୍ତାକାଲି ୫ ଘଣ୍ଟା ପାଇଁ ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ

ଆସନ୍ତାକାଲି ୫ ଘଣ୍ଟା ପାଇଁ ସ୍ଥଗିତ ରହିବ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ । ଶ୍ରୀବିଗ୍ରହଙ୍କ ବନକଲାଗି ନୀତି ପାଇଁ ସାଧାରଣ ଦର୍ଶନ ବନ୍ଦ ରହିବା ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ଆସନ୍ତାକାଲି ସନ୍ଧ୍ୟା ୫ଟାରୁ ରାତି ୧୦ଟା…