Rajya Sabha Polls: ନାମାଙ୍କନ ପରେ ଜିତିବା ନେଇ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି ଦିଲ୍ଲୀପ ରାୟ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ଆଜି ବିଜେପିରୁ ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ସୁଜିତ୍ କୁମାର ରାଜ୍ୟସଭା ନିର୍ବାଚନରେ ନାମାଙ୍କନ ଦାଖଲ କରିଛନ୍ତି । ସେଇଭଳି ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲ୍ଲୀପ ରାୟ ସ୍ୱାଧୀନ ପ୍ରାର୍ଥୀ ଭାବେ ନାମାଙ୍କନ ଭରିଛନ୍ତି…

OTET Paper Leak Case:ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲା; ୮ ଜଣ ଅଭିଯୁକ୍ତଙ୍କୁ ମିଳିଲା ଜାମିନ

ବହୁ ଚର୍ଚ୍ଚିତ ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ମାନ୍ୟବର ଉଚ୍ଚ ଅଦାଲତ ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କରିଛନ୍ତି । ଗିରଫ ସମସ୍ତ ୮ ଜଣ ଅଭିଯୁକ୍ତଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି କୋର୍ଟ । ଜାମିନ ପାଇଥିବା ବ୍ୟକ୍ତିଙ୍କ…

Naveen-Bhakta Together: ଭକ୍ତ-ନବୀନ ମିଳନ ପତନର କାରଣ: ପ୍ରସନ୍ନ ପାଟ୍ଟଶାଣୀ

ଭକ୍ତ-ନବୀନ ମିଳନ ପତନର କାରଣ ହେବ କହିଲେ ବିଜେପି ନେତା ପ୍ରସନ୍ନ ପାଟ୍ଟଶାଣୀ । ସେ କହିଛନ୍ତି ରାଜ୍ୟସଭା ନିର୍ବାଚନରେ ଦିଲ୍ଲୀପ ରାୟ ଜିତିବେ। ଜଗନ୍ନାଥ ତାଙ୍କୁ ଜିତାଇବେ । ବିଜେପି ଦଳ ଠିକ୍ ଲୋକଙ୍କୁ ପ୍ରାର୍ଥୀ କରିଛି । କିନ୍ତୁ…

Rajya Sabha Nominations: ବିରାଟ ପଟୁଆରାରେ ଆସି ନାମାଙ୍କନ ଭରିଲେ ମନମୋହନ ସାମଲ, ସୁଜିତ କୁମାର ଏବଂ ଦିଲ୍ଲୀପ ରାୟ

ବିରାଟ ପଟୁଆରାରେ ନାମାଙ୍କନ ଭରିଲେ ମନମୋହନ ସାମଲ ଏବଂ ସୁଜିତ କୁମାର । ରାଜ୍ୟସଭା ନିର୍ବାଚନ ଲାଗି ନାମାଙ୍କନ ଭରିଲେ ବିଜେପିର ଦୁଇ ରାଜ୍ୟସଭା ପ୍ରାର୍ଥୀ ମନମୋହନ ସାମଲ ଓ ସୁଜିତ କୁମାର ଏବଂ ସ୍ଵାଧୀନ ପ୍ରାର୍ଥୀ ଦିଲ୍ଲୀପ ରାୟ ।…

Rajya Sabha Polls: ରାଜ୍ୟସଭା ନିର୍ବାଚନ ପାଇଁ ନାମାଙ୍କନ ଦାଖଲ କଲେ ବିରୋଧୀ ଦଳ ପ୍ରାର୍ଥୀ ସଂତୃପ୍ତ ମିଶ୍ର ଏବଂ ଦତ୍ତେଶ୍ୱର ହୋତା

ଓଡ଼ିଶାର ରାଜନୈତିକ ଦୃଶ୍ୟପଟରେ ଏକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଆଣି, ବିଜୁ ଜନତା ଦଳ ଏବଂ କଂଗ୍ରେସ ଆଗାମୀ ରାଜ୍ୟସଭା ନିର୍ବାଚନ ପାଇଁ ଏକ ଅଭୂତପୂର୍ବ ମେଣ୍ଟ ଗଠନ କରିଛନ୍ତି। ଉଭୟ ଦଳର ଶୀର୍ଷ ନେତାଙ୍କ ଉପସ୍ଥିତିରେ ବିଜେଡି ପ୍ରାର୍ଥୀ ସଂତୃପ୍ତ ମିଶ୍ର…

Rajya Sabha Election: ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କଲେ ନୀତିଶ କୁମାର

ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି।ଜେଡି(ୟୁ) ମୁଖ୍ୟ ନୀତିଶ କୁମାର ଆଗାମୀ ରାଜ୍ୟସଭା ନିର୍ବାଚନ ପାଇଁ ନାମାଙ୍କନ ଦାଖଲ କରିଛନ୍ତି। ବିହାରର ୧୦ ଥର ମୁଖ୍ୟମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିବା ନୀତିଶ କୁମାର ଗୁରୁବାର ରାଜ୍ୟସଭା ନିର୍ବାଚନ ପାଇଁ…

Suresh Pujari Stable: ସୁସ୍ଥ ଅଛନ୍ତି ସୁରେଶ ପୂଜାରୀ; ସ୍ୱାସ୍ଥ୍ୟ ପରୀକ୍ଷା ପାଇଁ ଗଲେ ଦିଲ୍ଲୀ

ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ମନ୍ତ୍ରୀ ସୁରେଶ ପୂଜାରୀ । ରାଜ୍ୟ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଅସୁସ୍ଥ । ଅଧିକ ଚିକିତ୍ସା ପାଇଁ ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ମନ୍ତ୍ରୀ ସୁରେଶ ପୂଜାରୀ । ହୃଦରୋଗ…

Biju Patnaik Birth Anniversary: ବିଜୁ ବାବୁଙ୍କ ୧୧୦ତମ ଜୟନ୍ତୀ; ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଆଜି ହେଉଛି ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ତମ ଜୟନ୍ତୀ । ଆଜିର ଦିନରେ କଟକରେ ଜନ୍ମ ଗ୍ରହଣ କରିଥିଲେ ବିଜୁ ବାବୁ । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଜନ୍ମବାର୍ଷିକୀରେ…

Bihar Politics: ରାଜ୍ୟସଭାର ସଦସ୍ୟ ହେବାକୁ ଚାହୁଁଛି: ନୀତୀଶ କୁମାର

ଆଜି ୩୭ଟି ରାଜ୍ୟସଭା ଆସନ ପାଇଁ ନାମାଙ୍କନ ଦାଖଲ କରିବାର ଶେଷ ଦିନ । ଏହାରି ମଧ୍ୟରେ ବିହାର ରାଜନୀତିରେ ଏକ ବଡ ପରିବର୍ତ୍ତନ ଆସିବାକୁ ଯାଉଛି । ବିହାର ରାଜନୀତି ଆଜି ଏକ ଐତିହାସିକ ମୋଡ଼ରେ ଅଛି। ନୀତୀଶ କୁମାର…

Rajya Sabha Election: ରାଜ୍ୟସଭା ନିର୍ବାଚନ ପାଇଁ ଆଜି ନାମାଙ୍କନ ଭରିବେ ୫ ପ୍ରାର୍ଥୀ

ରାଜ୍ୟସଭା ନିର୍ବାଚନ ପାଇଁ ଆଜି ନାମାଙ୍କନ ଦାଖଲର କରିବେ ଓଡ଼ିଶାର ୫ ଜଣ ପ୍ରାର୍ଥୀ । ଓଡିଶାର ଚାରୋଟି ରାଜ୍ୟସଭା ଆସନ ପାଇଁ ନାମାଙ୍କନ ଦାଖଲର ଶେଷ ଦିନ ଆଜି। ସେଥିପାଇଁ ବିଜେପିର ଦୁଇ ଜଣ ପ୍ରାର୍ଥୀ ସଭାପତି ମନମୋହନ ସାମଲ…