ନିକଟରେ ନୂଆଦିଲ୍ଲୀର ସାର୍ ଗଙ୍ଗାରାମ ହସ୍ପିଟାଲରେ ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କ ମେରୁଦଣ୍ଡର ବଡ଼ ଅସ୍ତ୍ରୋପଚାର କରାଯାଇଥିଲା। ତାଙ୍କ ଆଶୁ କାମନା କରିଥିବା ଶୁଭେଛୁଙ୍କୁ ସେ ଧନ୍ୟବାଦ ଜଣାଇଛନ୍ତି। ତାଙ୍କ ଚିକିତ୍ସା ସମୟରେ ଡାକ୍ତର ଏବଂ ମେଡିକାଲ କର୍ମଚାରୀଙ୍କ ସେବା ଯତ୍ନ ଏବଂ ସମର୍ଥନ ପାଇଁ ସେ କୃତଜ୍ଞ ବୋଲି କହିଛନ୍ତି। ଡାକ୍ତର ମୋତେ ୬ ମାସ ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ବିଶ୍ରାମ ନେବାକୁ ପରାମର୍ଶ ଦେଇଥିବା ସେ କହିଛନ୍ତି।

Leave a Reply

Your email address will not be published. Required fields are marked *