ପବିତ୍ର ନୂଆଁଖାଇ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ମୋଦି ଟ୍ୱିଟ କରି କହିଛନ୍ତି, ନୂଆଁଖାଇ ପର୍ବରେ ଆମ କୃଷକମାନଙ୍କ କଠିନ ପରିଶ୍ରମକୁ ସମ୍ମାନ ଜଣାଯାଇଥାଏ । ସେମାନଙ୍କ ଏହି ଉଦ୍ୟମ ଯୋଗୁଁ ଆମ ଦେଶକୁ ଖାଦ୍ୟ ମିଳିଥାଏ । ନୂଆଁଖାଇ ସମସ୍ତଙ୍କ ଜୀବନରେ ସୁଖ ଓ ସମୃଦ୍ଧି ଆଣିଦେଉ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।

ନୂଆଁଖାଇ ଜୁହାର!

Leave a Reply

Your email address will not be published. Required fields are marked *