ଲଗାଣ ବର୍ଷାରେ ମାଲକାନଗିରି ସ୍ଥିତି ବେହାଲ ହୋଇଛି। ଦକ୍ଷିଣାଞ୍ଚଳ ଆରଡିସି ରୂପା ରୋଷନ ସାହୁ ମାଲକାନଗିରି ଜିଲ୍ଲା ଗସ୍ତ କରି ବର୍ଷା ପରବର୍ତ୍ତୀ ସ୍ଥିତି ସମୀକ୍ଷା କରିଛନ୍ତି। କ୍ଷତିଗ୍ରସ୍ତ ପୋଟେରୁ, ଏମଭି-୭ ଓ ଏମଭି-୧୯ସ୍ଥିତ ଅଙ୍ଗନୱାଡି କେନ୍ଦ୍ର ଓ ସ୍କୁଲ ପରିଦର୍ଶନ କରି କର୍ମୀଙ୍କ ସହ ଆଲୋଚନା କରିଛନ୍ତି। ଜିଲ୍ଲାରେ ବର୍ଷା ବିତ୍ପାତ ଯୋଗୁଁ ବ୍ୟାପକ କ୍ଷୟକ୍ଷତି ହୋଇଛି। ଅନେକ ସ୍ଥାନରେ ଯୋଗାଯୋଗ ବିଛିନ୍ନ ହୋଇଛି।

Leave a Reply

Your email address will not be published. Required fields are marked *