BJD Protest Against MMDR Amendment Bill: ରାଜ୍ୟ ବିରୋଧୀ ଏମଏମଡିଆର ଆଇନ ବିରୋଧରେ ରାଜଭବନ ସମ୍ମୁଖରେ ବିଜେଡିର ବିକ୍ଷୋଭ

ବିଜୁ ଜନତା ଦଳର ଏକ ପ୍ରତିନିଧି ମଣ୍ଡଳୀ ଆଜି ଓଡ଼ିଶାର ମାନ୍ୟବର ରାଜ୍ୟପାଳ ଡ. ହରି ବାବୁ କମ୍ଭମପତିଙ୍କୁ ସାକ୍ଷାତ କରି ଓଡ଼ିଶାର ଅଧିକାରକୁ କ୍ଷୁର୍ଣ୍ଣ କରୁଥିବା ଏମଏମଡିଆର ସଂଶୋଧନ ଆଇନ ବିଷୟରେ ବିସ୍ତୃତ ଭାବେ ଆଲୋଚନା କରିଥିଲେ । ଭାରତର…

ACF Soumya Ranjan Death Case: ACF ସୌମ୍ୟରଂଜନ ମୃତ୍ୟୁ ମାମଲା; ପତ୍ନୀ ବିଦ୍ୟାଭାରତୀଙ୍କ ଆବେଦନ ଖାରଜ

ବଢିଲା ମୃତ ACF ସୌମ୍ୟରଂଜନଙ୍କ ପତ୍ନୀ ବିଦ୍ୟାଭାରତୀଙ୍କ ଅଡ଼ୁଆ। ବହୁ ଚର୍ଚ୍ଚିତ ପାରଳାଖେମୁଣ୍ଡି ACF ସୌମ୍ୟରଂଜନ ମହାପାତ୍ରଙ୍କ ପତ୍ନୀ ବିଦ୍ୟାଭାରତୀ ପଣ୍ଡାଙ୍କ ଆବେଦନ ଖାରଜ କଲେ ହାଇକୋର୍ଟ । ତାଙ୍କ ଦ୍ୱାରା ଦାଖଲ କରାଯାଇଥିବା ଆବେଦନ ହାଇକୋର୍ଟରେ ଖାରଜ ହୋଇଯିବା ପରେ…

Odisha Railway Project: ଓଡ଼ିଶା ପାଇଁ ବଡ଼ ଭେଟି; ଖଡ଼ଗପୁର-ଝାରସୁଗୁଡ଼ା ମଧ୍ୟରେ ନିର୍ମାଣ ହେବ ୪ର୍ଥ ରେଳ ଲାଇନ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି (CCEA) ବୈଠକରେ ୧୦,୭୮୩ କୋଟି ଟଙ୍କାର ଆନୁମାନିକ ଖର୍ଚ୍ଚରେ ଖଡ଼ଗପୁର-ଝାରସୁଗୁଡ଼ା ୪ର୍ଥ ଲାଇନ୍ ସମେତ ୩ଟି ରେଳ ବହୁ-ଟ୍ରାକିଂ ପ୍ରକଳ୍ପକୁ ମଞ୍ଜୁରୀ ମିଳିଛି। ପ୍ରଧାନମନ୍ତ୍ରୀ ଗତିଶକ୍ତି ଜାତୀୟ…

PVTG Tourist Restrictions in Odisha: PVTG ଅଞ୍ଚଳରେ ବିଦେଶୀ ପର୍ଯ୍ୟଟକ ପ୍ରବେଶ କଟକଣାର ହେବ ପୁନର୍ବିଚାର

ଓଡ଼ିଶାର ବିଶେଷ ଦୁର୍ବଳ ଜନଜାତି ଗୋଷ୍ଠୀ (PVTG) ବସବାସ କରୁଥିବା ଅଞ୍ଚଳରେ ବିଦେଶୀ ପର୍ଯ୍ୟଟକ ଓ ଗବେଷକଙ୍କ ପ୍ରବେଶ ଉପରେ ଦୀର୍ଘଦିନ ଧରି ରହିଥିବା କଟକଣାର ପୁନର୍ବିଚାର ହେବ। ତେବେ ସମସ୍ତ ନିଷିଦ୍ଧ ଅଞ୍ଚଳକୁ ଏକାଥରେ ପର୍ଯ୍ୟଟକଙ୍କ ପାଇଁ ଖୋଲିବା ପରିବର୍ତ୍ତେ,…

जंतर-मंतर पर विरोध प्रदर्शनकारी लॉ स्टूडेंट को जारी नोटिस पर भड़का सुप्रीम कोर्ट

सुप्रीम कोर्ट ने बुधवार को ग्रेटर नोएडा के एग्जीक्यूटिव मजिस्ट्रेट को कड़ी फटकार लगाई । मजिस्ट्रेट ने एक लॉ स्टूडेंट को ‘कॉकरोच जनता पार्टी’ (CJP) के नेतृत्व में दिल्ली के…

Scrub Typhus Cases in Odisha: ସ୍କ୍ରବ ଟାଇଫସ ଚିହ୍ନଟ ସ୍ଥାନକୁ ଯିବେ ଡାକ୍ତରୀ ଟିମ୍: ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ

ରାଜ୍ୟରେ ସ୍କ୍ରବ ଟାଇଫସ୍‌ ଚିହ୍ନଟକୁ ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଯେଉଁ ଅଞ୍ଚଳରେ ସ୍କ୍ରବ ଟାଇଫସ୍ ରୋଗୀ ଚିହ୍ନଟ ହେଉଛନ୍ତି, ସେଠାକୁ ସ୍ୱତନ୍ତ୍ର ଡାକ୍ତରୀ ଟିମ୍ ପଠାଯିବ ବୋଲି ଆଜି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି।…