ଆଜି ଶଙ୍ଖ ଭବନରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ବିଜୁ ଜନତା ଦଳର ବରିଷ୍ଠ ନେତା ଓ ପୂର୍ବତନ ମନ୍ତ୍ରୀ ଶ୍ରୀଯୁକ୍ତ ସଞ୍ଜୟ ଦାସବର୍ମା ଓ ପୂର୍ବତନ ମନ୍ତ୍ରୀ ଶ୍ରୀମତୀ ସ୍ନେହାଙ୍ଗିନୀ ଛୁରିଆ ଜନତା ମଇଦାନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ଶାସନ କାଳରେ ଓଡ଼ିଶାର ବିକାଶକୁ ଅଗ୍ରାଧିକାର ଦେଇଥିବା ବକ୍ତବ୍ୟକୁ ଦୃଢ଼ ଭାବେ ଖଣ୍ଡନ କରିଛନ୍ତି ।

Leave a Reply

Your email address will not be published. Required fields are marked *