ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଆନ୍ଧ୍ର ପ୍ରଦେଶ ଓ ଛତିଶଗଡର ପୂର୍ବତନ ରାଜ୍ୟପାଳ ତଥା ବରିଷ୍ଠ ନେତା ବିଶ୍ବଭୂଷଣ ହରିଚନ୍ଦନଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି। ଶ୍ରୀ ହରିଚନ୍ଦନଙ୍କ ପୁଅ ତଥା ଆଇନ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନଙ୍କୁ ଫୋନ୍ କରି ବିଶ୍ୱଭୂଷଣ ବାବୁଙ୍କ ସ୍ୱାସ୍ଥ୍ୟ ସମ୍ପର୍କରେ ବୁଝିଥିଲେ। ଏଥିସହ ଆଶୁ ଆରୋଗ୍ୟ ମଧ୍ୟ କାମନା କରିଛନ୍ତି।

Leave a Reply

Your email address will not be published. Required fields are marked *