ଭରତପୁର ଥାନାରେ ମେଜର ଓ ବାନ୍ଧବୀଙ୍କୁ ପୋଲିସର ମାଡ଼ ଓ ଯୌନ ଉତ୍ପୀଡନକୁ ନେଇ ରାଜ୍ୟଠୁ ଆରମ୍ଭ କରି ସାରା ଦେଶରେ ଚାଲିଛି ହଇଚଇ। ଦୋଷୀଙ୍କ ବିରୋଧରେ ଚାରିଆଡ଼େ ଦୃଢ କାର୍ଯ୍ୟାନୁଷ୍ଠାନ ନେବାକୁ ବିଭିନ୍ନ ମହଲରୁ ତୀବ୍ର ଦାବି ହୋଇଛି। ସେଥିମଧ୍ୟରୁ ମେଜର ଓ ବାନ୍ଧବୀଙ୍କୁ ନିର୍ଯାତନା ମାମଲାରେ ପୋଲିସର ବର୍ବରତାକୁ ବିରୋଧ କରି ଆଜି ରାଜଭବନ ଆଗରେ ବିକ୍ଷୋଭ ପ୍ରଦର୍ଶନ କରିଛି ମହିଳା ବିଜେଡି । ଘଟଣାରେ ପୁଲିସର ସଂପୃକ୍ତି ଥିବାରୁ ପୁଲିସ ତଦନ୍ତ ଉପରେ ଦଳର ଭରସା ନାହିଁ ବୋଲି ବିକ୍ଷୋଭ କରାଯାଇଥିବା କୁହାଯାଇଛି।

ବଚାର ବିଭାଗୀୟ ତଦନ୍ତ କରି ତୁରନ୍ତ ପୀଡିତାଙ୍କୁ ନ୍ୟାୟ ଦେବା ଦାବିରେ ବିକ୍ଷୋଭ କରିଛି ବିଜେଡି। ଥାନାରେ ସିସିଟିଭି ପୂର୍ବରୁ ଥିବାବେଳେ ଏବେ କୁଆଡେ ଗଲା ବୋଲି ପ୍ରଶ୍ନ କରିଛି ବିଜେଡି ।

 

Leave a Reply

Your email address will not be published. Required fields are marked *