ସେନା ମେଜର-ପୋଲିସ ବିବାଦରେ ହାଇକୋର୍ଟରେ ଦାଏର ହୋଇଥିବା ଜନସ୍ୱାର୍ଥ ମାମଲାର ଶୁଣାଣି ପରେ ରାୟ ପ୍ରକାଶ ପାଇଛି। ମେଜର ଓ ପୀଡ଼ିତାଙ୍କ ନାଁ ଗଣମାଧ୍ୟମରେ ପ୍ରକାଶ କରିବାକୁ ମନା କରିଛନ୍ତି ଉଚ୍ଚ ନ୍ୟାୟାଳୟ। ରାଜ୍ୟର ସବୁ ଥାନାରେ ସିସିଟିଭି ଲଗାଇ ସମସ୍ତ ଥାନାର ସିସିଟିଭି ସ୍ଥିତି ଜଣାଇବାକୁ କ୍ରାଇମବ୍ରାଞ୍ଚ ଏଡିଜିଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏଡିଜି ଆଧୁନିକୀକରଣଙ୍କୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ। ମାମଲାର ତଦାରଖ ପାଇଁ ହାଇକୋର୍ଟ ମନା କରିଛନ୍ତି। ତେବେ ହାଇକୋର୍ଟ ଗୌତମ ମିଶ୍ରଙ୍କୁ ଆମିକସ୍ କ୍ୟୁରୀ କରିଛନ୍ତି।

Leave a Reply

Your email address will not be published. Required fields are marked *