ଏଏସଆଇଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର

ଏଏସଆଇଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର । ଭବାନୀପାଟଣା ଜୁନାଗଡ଼ ଜାତୀୟ ରାଜପଥ ୨୬ ଉପରେ ଏଏସଆଇଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର ହୋଇଛି । ନିକଟରେ ଦରପୋଡ଼ା ବାଇକ ମଧ୍ୟ ପଡ଼ି ରହିଛି। କେଗାଁ ଥାନା ଏଏସଆଇ ପବିତ୍ର କିଛିଦିନ ହେବ ଭବାନୀପାଟଣା…

ରାଜ୍ୟରେ ଆଉ ୩ ନୂଆ କରୋନା ସଂକ୍ରମିତ ଚିହ୍ନଟ

ରାଜ୍ୟରେ ବଢୁଛି କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା । ଓଡ଼ିଶାରେ ଆଉ ୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ । ପରୀକ୍ଷା ପରେ ସେମାନେ କରୋନା ପଜିଟିଭ ବାହାରିଛନ୍ତି। ଏହାଫଳରେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ଦୁଇ ଅଙ୍କ ଛୁଇଁ ୧୧କୁ ବୃଦ୍ଧି ପାଇଛି।…

ପୁଣି ଶ୍ରୀମନ୍ଦିର ଉପରେ ଉଡିଲା ଡ୍ରୋନ୍‌; ଭିଡିଓ ଭାଇରାଲ୍

ପୁଣି ଶ୍ରୀମନ୍ଦିର ଉପରେ ଉଡିଲା ଡ୍ରୋନ୍‌ । ଶ୍ରୀମନ୍ଦିର ଉପର ନୋ ଫ୍ଲାଇଂ ଜୋନ୍ ସତ୍ତ୍ବେ ଉଡିଲା ଡ୍ରୋନ୍। ଡ୍ରୋନରେ କରାଯାଇଥିବା ଭିଡିଓ ଏବେ ଭାଇରାଲ୍ ହେବାକୁ ଲାଗିଛି । ଭାଇରାଲ ହୋଇଥିବା ଡ୍ରୋନ ଉତ୍ତୋଳିତ ଭିଡିଓରେ ଜଣେ ଚୁନରା ସେବକ…

ପରଲୋକରେ ‘ଜରି’ ମାଉସୀ

‘ଜରି’ ମାଉସୀ ତଥା କମଳା ମହାରଣାଙ୍କ ଦେହାନ୍ତ । ମନ କୀ ବାତ୍‌ରେ ପ୍ରଧାନମନ୍ତ୍ରୀ ମୋଦି ପ୍ରଶଂସା କରିଥିବା କେନ୍ଦ୍ରାପଡାର ଜରି ମାଉସୀ କମଳା ମହାରଣାଙ୍କ ଦେହାନ୍ତ ହୋଇଛି। ଅଦରକାରୀ ଜରିକୁ ସଂଗ୍ରହ କରି ବିଭିନ୍ନ ସାମଗ୍ରୀ ପ୍ରସ୍ତୁତ କରୁଥିଲେ ଜରି…

ରାଜ୍ୟରେ ପ୍ରଥମ କୋଭିଡ୍‌ ଆକ୍ରାନ୍ତଙ୍କ ମୃତ୍ୟୁ!

ରାଜ୍ୟରେ ଚଳିତ ବର୍ଷର ପ୍ରଥମ କୋଭିଡ୍‌ ମୃତ୍ୟୁ ଅଭିଯୋଗ । ଭୁବନେଶ୍ବରରେ ଜଣେ କୋଭିଡ୍‌ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । କିଛି ଦିନ ତଳେ କୋଭିଡ୍‌ ପଜିଟିଭ୍‌ ଚିହ୍ନଟ ହୋଇଥିଲେ ଏହା ସହ ସେ ବହୁବିଧ ରୋଗରେ ଆକ୍ରାନ୍ତ…

ସିକ୍କିମ ଦୁର୍ଘଟଣାରେ ୧୧ ନିଖୋଜ ଘଟଣା; ଚାଲିଛି ନନ୍ ଷ୍ଟପ୍‌ ସର୍ଚ୍ଚ ଅପରେସନ

ସିକ୍କିମରେ ବିଜେପି ନେତ୍ରୀ ଇତିଶ୍ରୀ ଜେନାଙ୍କ ସମେତ ୧୧ ନିଖୋଜ ଘଟଣା । ନଦୀରେ ଗାଡ଼ି ପଡ଼ିବା ପରଠୁ ପର୍ଯ୍ୟଟକ ନିଖୋଜ ଅଛନ୍ତି । ସେମାନଙ୍କ ମଧ୍ୟରୁ ୨ ଜଣଙ୍କୁ ସୁରକ୍ଷିତ ଉଦ୍ଧାର କରାଯାଇଛି । ଡ୍ରାଇଭରଙ୍କ ସମେତ ବାକି ୯…

ଏସୀୟ ଆଥଲେଟିକ୍ସ ଚାମ୍ପିଅନସିପ – ୨୦୨୫ ରେ ଓଡ଼ିଆ ଖେଳାଳିଙ୍କ କମାଲ

ଏସୀୟ ଆଥଲେଟିକ୍ସ ଚାମ୍ପିଅନସିପ – ୨୦୨୫ ରେ ଭାରତୀୟ ମହିଳା ଦଳ ୪x୧୦୦ ରିଲେ ରେସରେ ରୌପ୍ୟ ପଦକ ଜିଣି ଦେଶ ପାଇଁ ସୁନାମ ଆଣିଛନ୍ତି ଯେଉଁଥିରେ ଓଡ଼ିଆ ଝିଅ ଶ୍ରାବଣୀ ନନ୍ଦ ମଧ୍ୟ ସାମିଲ ଅଛନ୍ତି । ସେଇଭଳି ଓଡ଼ିଶାର…

ବଲାଙ୍ଗିର ସାମ୍ବାଦିକ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତ ସମେତ ୪ ଜଣଙ୍କୁ ମିଳିଲା ଜାମିନ୍‌

କାର୍ଯ୍ୟରତ ସାମ୍ବାଦିକ ବିଜୟ ପ୍ରଧାନଙ୍କୁ ଆକ୍ରମଣ ଘଟଣାକୁ ରାଜ୍ୟବ୍ୟାପୀ ତୀବ୍ର ନିନ୍ଦା କରାଯାଇଥିବାବେଳେ ଆଜି ବଲାଙ୍ଗିର SDJM କୋର୍ଟରୁ ସମସ୍ତ ୪ ଜଣଙ୍କୁ ଜାମିନ୍ ମିଳିଛି । ମୁଖ୍ୟ ଅଭିଯୁକ୍ତ ଗଜେନ୍ଦ୍ର ଦଳାଇଙ୍କୁ ମାତ୍ର ୨ ଦିନରେ ଜାମିନ୍ ମିଳିଛି ।…

ବଦଳିବ ମାଷ୍ଟର କ୍ୟାଣ୍ଟିନ୍ ନାଁ; ଓଡ଼ିଆ ଅସ୍ମିତାକୁ ଗୁରୁତ୍ୱ ଦିଆଯିବ

ବଦଳିବ ମାଷ୍ଟର କ୍ୟାଣ୍ଟିନ୍ ନାଁ । ରାଜଧାନୀ ଭୁବନେଶ୍ୱରର ପ୍ରମୁଖ ସ୍ଥାନ ମାଷ୍ଟର କ୍ୟାଣ୍ଟିନ୍ ନାଁ ବଦଳରେ ଓଡ଼ିଆ ଅସ୍ମିତାକୁ ବହନ କରୁଥିବା ନାଁ ରଖାଯିବ । ଏଥି ସହିତ ଇଂରେଜ ଅମଳରୁ ଥିବା ନାଁ ଗୁଡ଼ିକ ବଦଳାଇ ଓଡ଼ିଆ ନାଁ…

ଅପରେସନ ସିନ୍ଦୂର ନାରୀଶକ୍ତିର ପ୍ରତୀକ: ପ୍ରଧାନମନ୍ତ୍ରୀ ମୋଦି

ମଧ୍ୟପ୍ରଦେଶ ଭୋପାଳର ଏକ କାଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସାମିଲ ହୋଇ ଆତଙ୍କବାଦ କାଯ୍ୟକଳାପକୁ ନେଇ ପ୍ରବଳ ବର୍ଷିଥିବା ବେଳେ ନାରୀଶକ୍ତିକୁ ପ୍ରଶଂସା କରିଛନ୍ତି । ମୋଦି କହିଛନ୍ତି, ଅପରେସନ ସିନ୍ଦୁର ନାରୀଶକ୍ତିର ପ୍ରତୀକ । ଜମ୍ମୁ ଠାରୁ ଗୁଜରାଟ ସୀମା…