ପୃଥକ୍ ପୃଥକ୍ ସ୍ଥାନରେ ବଜ୍ରାଘାତରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି। ରେଢ଼ାଖୋଲ ଓ ଦଶପଲ୍ଲାରେ ଏଭଳି ଘଟଣା ଦେଖିବାକୁ ମିଳିଛି। ବିଲରେ କାମ କରୁଥିବା ବେଳେ ବଜ୍ରାଘାତ ହୋଇଥିଲା। ଗଣିଆ ଥାନା ପୂର୍ଣ୍ଣଚନ୍ଦ୍ରପୁର ଗାଁରେ ବଜ୍ରାଘାତରେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି।ରେଢ଼ାଖୋଲ ଯୁଯୁମୁରା ବ୍ଲକ ଅନ୍ଧାରୀ ଗାଁରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। ଉଭୟଙ୍କୁ ଗୁରୁତର ଅବସ୍ଥାରେ ରେଢ଼ାଖୋଲ ମେଡିକାଲରେ ଭର୍ତ୍ତି କରାଯାଇଛି।

Leave a Reply

Your email address will not be published. Required fields are marked *