ତାଜା ଖବର ରାଜନୀତି ରାଜ୍ୟ ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣାରେ ବିଜେପି ନେତା ଜଗନ୍ନାଥ ପ୍ରଧାନ ଗିରଫ July 3, 2025 Nirvay
ତାଜା ଖବର ବ୍ୟବସାୟ ରାଜ୍ୟ ୬ ତାରିଖରେ ଖୋଲିବ ହୀରାକୁଦ ଗେଟ୍ July 4, 2025 Papirani ଆସନ୍ତା ୬ ତାରିଖରେ ଖୋଲିବ ହୀରାକୁଦ ଗେଟ୍ । ବଢୁଛି ହୀରାକୁଦ ଜଳଭଣ୍ଡାରର ଜଳସ୍ତର । ଉପର ମୁଣ୍ଡରେ ପ୍ରବଳ ବର୍ଷା ହେଉନଥିବାରୁ ଚଳିତ ବର୍ଷ ଶୀଘ୍ର ଗେଟ୍ ଖୋଲିବ । ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ ହେବ। ପୂଜାର୍ଚ୍ଚନା…
ତାଜା ଖବର ରାଜ୍ୟ ଆଜି ସନ୍ଧ୍ୟା ୬ଟାରୁ ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ July 4, 2025 Papirani ଆଜି ସନ୍ଧ୍ୟା ୬ଟାରୁ ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ । ଶ୍ରୀଗୁଣ୍ଡିଚା ମନ୍ଦିର ସିଂହଦ୍ୱାରରେ ସର୍ବସାଧାରଣ ପ୍ରବେଶ ବନ୍ଦ ରହିବ। ପ୍ରବେଶ ବନ୍ଦ ପରେ ଶ୍ରୀଗୁଣ୍ଡିଚା ମନ୍ଦିର ଶୋଧ ହେବ । ଏହାପରେ ଶ୍ରୀଜୀଉଙ୍କର ଗୁରୁତ୍ୱପୂର୍ଣ୍ଣ ନୀତି ସମ୍ପାଦନ ହେବ। ମହାପ୍ରଭୁଙ୍କ ପବିତ୍ର…
ତାଜା ଖବର ରାଜ୍ୟ ଜଗନ୍ନାଥ ପ୍ରଧାନଙ୍କ ଗିରଫ ପରେ ଆନ୍ଦୋଳନରୁ ଓହରିଲା ଓଏଏସ ସଂଘ July 3, 2025 Nirvay ବିଏମସି ଅରିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ଆକ୍ରମଣ ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତମାନଙ୍କୁ ଗିରଫ ଦାବିରେ ଆନ୍ଦୋଳନ କରୁଥିବା ଓଏଏସ ସଂଘ ଆଜି ଆନ୍ଦୋଳନରୁ ଓହରିଛି । ଗୁରୁବାର ରାତିରେ ଘଟଣାର ସେମାନେ ମୁଖ୍ୟ ଷଡ଼ଯନ୍ତ୍ରକାରୀ ବୋଲି କହୁଥିବା ବିଜେପି ନେତା ଜଗନ୍ନାଥ…
ତାଜା ଖବର ରାଜନୀତି ରାଜ୍ୟ ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣାରେ ବିଜେପି ନେତା ଜଗନ୍ନାଥ ପ୍ରଧାନ ଗିରଫ July 3, 2025 Nirvay ଭୁବନେଶ୍ୱର ମହାନଗର ନିଗମର ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ବିଜେପି ନେତା ଜଗନ୍ନାଥ ପ୍ରଧାନ ଆଜି ଗିରଫ ହୋଇଛନ୍ତି । ଆଜି DCP ଅଫିସରେ ପହଞ୍ଚି ବିଜେପି ନେତା ଜଗନ୍ନାଥ ପ୍ରଧାନ ଆତ୍ମସମର୍ପଣ କରିଥିବା କୁହାଯାଉଛି ।…
ରାଜ୍ୟ ୨୦୨୬ ଜାନୁଆରୀ ୩୧ ସୁଦ୍ଧା ଆସିବ ନୂଆ ସମବାୟ ନୀତି July 3, 2025 Nirvay ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତଙ୍କ ବଡ଼ ଘୋଷଣା । ଆସନ୍ତାବର୍ଷ ଅର୍ଥାତ ୨୦୨୬ ଜାନୁଆରୀ ୩୧ ସୁଦ୍ଧା ଆସିବ ନୂଆ ସମବାୟ ନୀତି । କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ସହ ଏନେଇ ଦିଲ୍ଲୀରେ ବୈଠକ ବସିଥିଲା । ଦିଲ୍ଲୀରୁ…
ରାଜ୍ୟ କନ୍ଧମାଳରେ ସୁରକ୍ଷାକର୍ମୀଙ୍କ ସର୍ଚ୍ଚ ଅପରେସନ; ବିପୁଳ ମାଓ ସାମଗ୍ରୀ ଜବତ July 3, 2025 Nirvay କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ସଳାଗୁଡା କୁମ୍ମେମୋଲୁ ଜଙ୍ଗଲରୁ ସର୍ଚ୍ଚ ଅପରେସନ ବେଳେ ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ ହୋଇଛି । ଏହି ସର୍ଚ୍ଚ ଅପରେସନ ବେଳେ ସମ୍ପୃକ୍ତ ଜଙ୍ଗଲରୁ ୨ଟି ବନ୍ଧୁକ, ଜିଲୋଟିନ୍, ଡିଟୋନେଟର୍ ଆଦି ଜବତ…
ଦେଶ ବିଶ୍ୱ ପ୍ରଧାନମନ୍ତ୍ରୀ ମୋଦି ଘାନାର ସର୍ବୋଚ୍ଚ ବେସାମରିକ ସମ୍ମାନରେ ସମ୍ମାନିତ July 3, 2025 Nirvay ଘାନାର ଆକ୍ରାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଘାନାର ସର୍ବୋଚ୍ଚ ବେସାମରିକ ସମ୍ମାନ ‘ଦ ଅଫିସର୍ ଅଫ୍ ଦ ଅର୍ଡର ଅଫ୍ ଦ ଷ୍ଟାର୍ ଅଫ୍ ଘାନା’ ରେ ସମ୍ମାନିତ କରିଛନ୍ତି ଘାନା ରାଷ୍ଟ୍ରପତି ଜନ ଡ୍ରାମାନି ମହାମା…
ରାଜ୍ୟ ଆସନ୍ତା ୬ ତାରିଖରେ ଖୋଲିବ ହୀରାକୁଦ ଗେଟ୍ July 3, 2025 Nirvay ଆସନ୍ତା ୬ ତାରିଖରେ ଖୋଲିବ ହୀରାକୁଦ ଗେଟ୍ । ଗେଟ୍ ଖୋଲାଯାଇ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ କରାଯିବ । ଏନେଇ ଡ୍ୟାମ୍ ମୁଖ୍ୟ ଯନ୍ତ୍ରୀ ସୁଶୀଲ କୁମାର ବେହେରା ସୂଚନା ଦେଇଛନ୍ତି । ଜୁଲାଇ ୬ ତାରିଖ ଦିନ…
ରାଜ୍ୟ ଶବରୀ ସାଂସ୍କୃତିକ ପରିଷଦର “ଶବରୀ ଭବନ” ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ July 3, 2025 Nirvay ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଶବରୀ ସାଂସ୍କୃତିକ ପରିଷଦ ଦ୍ୱାରା ଆୟୋଜିତ ଭୁବନେଶ୍ୱରସ୍ଥ IRC Village ଠାରେ କୋରାପୁଟ, ରାୟଗଡା, ନବରଙ୍ଗପୁର ଓ ମାଲକାନଗିରି ଜିଲ୍ଲା ନିମନ୍ତେ “ଶବରୀ ସାଂସ୍କୃତିକ ଭବନ” ଉଦଘାଟନ କରିବା ସହିତ ଏହି ସ୍ୱଳ୍ପ ରହଣି…
ରାଜ୍ୟ ରଥଯାତ୍ରା ଓ ବନ୍ୟା ପରିସ୍ଥିତିରେ ଧର୍ମଘଟ ସ୍ଥଗିତ ରଖି କାର୍ଯ୍ୟରେ ଯୋଗ ଦେବାକୁ ଓଏଏସ ସଂଘକୁ ମନ୍ତ୍ରୀଙ୍କ ଅନୁରୋଧ July 3, 2025 Nirvay ରାଜ୍ୟରେ ପ୍ରବଳ ବର୍ଷା ପରେ ବିଭିନ୍ନ ସ୍ଥାନରେ ବନ୍ୟା ସ୍ଥିତି ଉପୁଜିଛି । ପୁରୀରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେଉଛି । ତେଣୁ ରଥଯାତ୍ରା ଓ ବନ୍ୟା ପରିସ୍ଥିତି କୁ ଦୃଷ୍ଟିରେ ରଖି କାର୍ଯ୍ୟରେ ଯୋଗ ଦେବାକୁ…