ଛତିଶଗଡ଼ ବିଜାପୁରରେ ଆଇଇଡି ବିସ୍ଫୋରଣରେ ୫ ଯବାନ ଆହତ ହୋଇଛନ୍ତି। ଟେରାମ୍- ଗୁଡୁମ୍ ଗାଁ ଜଙ୍ଗଲରେ ଆଇଇଡି ବିସ୍ଫୋରଣ ହୋଇଛି। ଯବାନଙ୍କୁ ଟାର୍ଗେଟ କରି ମାଓବାଦୀମାନେ ଆଇଇଡି ଖଞ୍ଜିଥିଲେ। ଚିତ୍ରାଗେଲୁର କେରିପୁ କ୍ୟାମ୍ପରୁ ଯବାନମାନେ ଆଇଇଡି ନିଷ୍କ୍ରିୟ ପାଇଁ ଯିବାବେଳେ ବିସ୍ଫୋରଣ ହୋଇଥିଲା । ୫ ଜଣ ଯବାନ ଆହତ ହୋଇଛନ୍ତି। ଆହତ ୫ ଯବାନଙ୍କୁ ପ୍ରାଥମିକ ଚିକିତ୍ସା ପରେ ଅଧିକ ଚିକିତ୍ସା ପାଇଁ ବିଜାପୁର ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। Post navigation ରାଜ୍ୟ କ୍ୟାବିନେଟ୍ ବୈଠକରେ ୭ ପ୍ରସ୍ତାବକୁ ମିଳିଲା ମଞ୍ଜୁରୀ ନର୍ସିଂ କର୍ମଚାରୀଙ୍କ ଆନ୍ଦୋଳନ ସ୍ଥଗିତ; ସ୍ବାସ୍ଥ୍ୟସେବା ସ୍ୱାଭାବିକ