ସାରା ରାଜ୍ୟରେ ପ୍ରାୟ ୨୫ ହଜାରରୁ ଊର୍ଦ୍ଧ୍ବ ନର୍ସିଂ କର୍ମଚାରୀ ୧୦ ଦଫା ଦାବି ନେଇ ଆନ୍ଦୋଳନରେ ବସିଥିଲେ। ୪ ଦିନ ଧରି ଆନ୍ଦୋଳନ ଯୋଗୁଁ ସ୍ବାସ୍ଥ୍ୟସେବା ସମ୍ପୂର୍ଣ୍ଣ ବ୍ୟାହତ ହୋଇଥିଲା। ତେବେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ସହ ଶନିବାର ଆଲୋଚନା ପରେ ଆନ୍ଦୋଳନରୁ ଓହରିବାକୁ ନିଷ୍ପତ୍ତି ନେଇଥିଲା ନର୍ସିଂ ସଙ୍ଘ । ଏଥିସହ ଶନିବାର ଆଜି ରାତି ୧୧ଟା ୩୦ରୁ କାର୍ଯ୍ୟରେ ଯୋଗ ଯୋଗଦେଇଛନ୍ତି। ଫଳରେ ସ୍ବାସ୍ଥ୍ୟସେବା ସ୍ୱାଭାବିକ ହୋଇଛି।

ସୂଚନାଯୋଗ୍ୟ, ୧୦ ଦଫା ଦାବି ନେଇ ନର୍ସିଂ କର୍ମଚାରୀ ଆନ୍ଦୋଳନକୁ ଓଲ୍ହାଇଥିବା ବେଳେ ଦାବିପୂରଣ ନହେବା ଯାଏ ଜାରି ରହିବ ବୋଲି ସରକାରଙ୍କୁ ଚେତାବନୀ ଦେଇଥିଲେ । ଫଳରେ ସାରା ରାଜ୍ୟରେ ରୋଗୀସେବା ବାଧାପ୍ରାପ୍ତ ହୋଇଥିଲା ।

By Nirvay

Leave a Reply

Your email address will not be published. Required fields are marked *