ଆଜିଠୁ ଦୁଇଦିନିଆ ଝାଡ଼ଖଣ୍ଡ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଅକ୍ଟୋବର ୩୦ ଓ ୧ ଦୁଇ ଦିନିଆ ଗସ୍ତରେ ଆସିଛନ୍ତି। ଭୁବନେଶ୍ବର ବିମାନ ବନ୍ଦରରୁ ସ୍ବତନ୍ତ୍ର ବିମାନ ଯୋଗେ ଝାଡ଼ଖଣ୍ଡ ଅଭିମୁଖେ ବାହାରିଛନ୍ତି। ସେ ବିଜେପିର ପରିବର୍ତ୍ତନ ଯାତ୍ରାରେ ସାମିଲ ହେବେ। ୩୦ରେ ପଶ୍ଚିମ ସିଂହଭୂମର ଜଗନ୍ନାଥପୁର ଓ ୧ରେ ଚାଇଁବାସାର କୋଲହାନ ଯିବା ନେଇ ସୂଚନା ମିଳିଛି । ଏଥିସହ ଝାଡ଼ଖଣ୍ଡରେ ଥିବା ଓଡ଼ିଆଙ୍କୁ ଭେଟିବେ। ଆଜି ଓଡ଼ିଆ ସମାଜ ସହ ରାଞ୍ଚିରେ ଆଲୋଚନା କରିବେ।

Leave a Reply

Your email address will not be published. Required fields are marked *