ପୁରୀରେ ହବିଷ୍ୟାଳିଙ୍କ କାର୍ତ୍ତିକ ବ୍ରତ ପାଳନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ୨ କୋଟି ୫୭ ଲକ୍ଷ ୫୦ ହଜାର ଟଙ୍କା ଅନୁମୋଦନ କରାଯାଇଛି। ଅର୍ଥରାଶି ସହିତ ହବିଷ୍ୟାଳିଙ୍କୁ କାର୍ତ୍ତିକ ମାସ ବ୍ରତ ପାଳନ ନିମନ୍ତେ ସମସ୍ତ ସୁବିଧା ଓ ସହଯୋଗ ଯୋଗାଇ ଦିଆଯିବ। ଏ ନେଇ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ସୂଚନା ଦେଇଛନ୍ତି। କାର୍ତ୍ତିକ ମାସରେ ପୁରୀରେ ବୁଡ଼ ପକାଇବା ପାଇଁ ବ୍ରତଧାରୀଙ୍କ ଭିଡ଼ ଲାଗିଥାଏ। ଭକ୍ତଙ୍କ ସୁବିଧା ଦୃଷ୍ଟିରୁ ସରକାର ଏଭଳି ସହାୟତା ଘୋଷଣା କରିଛନ୍ତି। Post navigation ବଦଳିଲା ନବମ ଓ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ୟୁନିଫର୍ମ ସରକାର ଚଳାଇବେ ଅନ୍ଲାଇନ ଅଟୋ ଓ କାର୍