ପୁର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ ସ୍ୱର୍ଗତ ନବ ଦାସଙ୍କ ବ୍ୟକ୍ତିଗତ ସୁରକ୍ଷା ଅଧିକାରୀ (ପିଏସଓ) ମିତ୍ରଭାନୁ ଦେଓଙ୍କୁ ପୋଲିସ ସେବାରୁ ବରଖାସ୍ତ କରିଛନ୍ତି ଝାରସୁଗୁଡ଼ା ଏସପି । ପୂର୍ବରୁ ନବ ଦାସଙ୍କ ହତ୍ୟା ପରେ ତାଙ୍କ ପିଏସଓଙ୍କୁ ସସପେଣ୍ଡ କରିଥିଲେ ଝାରସୁଗୁଡ଼ା ଏସପି। ନିଜ କାର୍ଯ୍ୟରେ ଅବହେଳା ପାଇଁ ତାଙ୍କୁ ସସପେଣ୍ଡ କରାଯାଇଥିଲା। ୨୦୨୩ ଜାନୁଆରୀ ୨୯ ତାରିଖରେ ନବ ଦାସଙ୍କୁ ଦିନ ଦିପ୍ରହରରେ ଗୁଳି କରି ହତ୍ୟା କରାଯାଇଥିଲା । Post navigation ବିଜେପି ରାଜ୍ୟ ସଭାପତିଙ୍କୁ ବଦ୍ରି ପାତ୍ରଙ୍କ ଖୋଲା ଚ୍ୟାଲେଞ୍ଜ ବାଘ ଗଣନାର ପ୍ରଥମ ରିପୋର୍ଟ: ଓଡ଼ିଶାରେ ଅଛନ୍ତି ୬୯୬ କଲରାପତରିଆ