ଆଜିଠୁ ତିନିଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମାଓ ମୁକାବିଲା ନେଇ ହେବାକୁ ଥିବା ବୈଠକରେ ଯୋଗଦେବେ। ଏ ନେଇ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ବୈଠକ ବସିବ। ଏଥିସହ କେନ୍ଦ୍ର ମନ୍ତ୍ରୀମାନଙ୍କୁ ମଧ୍ୟ ଭେଟିବାର କାର୍ଯ୍ୟକ୍ରମ ମଧ୍ୟ ରହିଛି। Post navigation ‘ଓଡ଼ିଶା ଅଛି କେଉଁଠି’ ଶୀର୍ଷକ ବିଶେଷ ଆଲୋଚନାଚକ୍ର ରାଗିଂ ଘଟଣା: ୧୭ ଛାତ୍ରଙ୍କ ଉପରେ କାର୍ଯ୍ୟାନୁଷ୍ଠାନ