୧୦ ଲକ୍ଷ ଟଙ୍କାର ଲାଞ୍ଚ କାରବାର ମାମଲାରେ ଆଜି ସିବିଆଇର ଅଫିସରେ ଜେରା ବେଳେ ଅସୁସ୍ଥ ହୋଇପଡିଲେ କଣ୍ଟ୍ରାକ୍ଟର ସନ୍ତୋଷ ମହାରଣା । ଅସୁସ୍ଥ ହେବାରୁ ଭୁବନେଶ୍ବର କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ସୂଚନା । ଝାଡା,ବାନ୍ତିରେ ଆକ୍ରାନ୍ତ ହୋଇ ହସ୍ପିଟାଲରେ ଭର୍ତି ହୋଇଛନ୍ତି ସନ୍ତୋଷ ।

ସୂଚନାଯୋଗ୍ୟ; ସିବିଆଇର ୩ ଦିନିଆ ରିମାଣ୍ଡରେ ଥିବା କଣ୍ଟ୍ରାକ୍ଟର ସନ୍ତୋଷ ମହାରଣା, ବ୍ରିଜ ଆଣ୍ଡ ରୁଫ କମ୍ପାନୀ ଲିମିଟେଡ ନିର୍ଦ୍ଦେଶକ ଚଞ୍ଚଳ ମୁଖାର୍ଜୀ ଓ ମଧ୍ୟସ୍ଥି ଦେବଦତ୍ତ ମହାପାତ୍ରଙ୍କୁ ଜୋରଦାର ଜେରା ଚାଲିଛି ।

Leave a Reply

Your email address will not be published. Required fields are marked *