ଆସନ୍ତା ଜାନୁଆରୀ ମାସରେ ଦୁଇ ଥର ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। କଟକରେ ଏକ କାର୍ଯ୍ୟକ୍ରମରେ ଯୋଗଦେବା ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏ ବାବଦରେ ସୂଚନା ଦେଇଛନ୍ତି। ଜାନୁଆରୀ ୮-୧୦ ରେ ଓଡ଼ିଶାରେ ହେବାକୁ ଥିବା ପ୍ରବାସୀ ଭାରତୀୟ ଦିବସ ରେ ଯୋଗଦେବେ ପ୍ରଧାନମନ୍ତ୍ରୀ। ସେହିପରି ମୋଦିଙ୍କର ଦ୍ଵିତୀୟ ଓଡିଶା ଗସ୍ତରେ ସେ ଜାନୁଆରୀ ୨୮-୨୯ରେ ଉତ୍କର୍ଷ ଓଡିଶା କନକ୍ଳେଭ ରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। Post navigation ସଂସଦରେ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କ ‘ପାଲେଷ୍ଟାଇନ’ ବ୍ୟାଗକୁ ନେଇ ଝଡ଼ ଟେଣ୍ଡର ଫିକ୍ସିଂ ମାମଲା: ଦିଲ୍ଲୀରେ ହାଜର ହୋଇପାରନ୍ତି ବରିଷ୍ଠ ଆଇଏଏସ ବିଷ୍ଣୁପଦ ସେଠୀ