ରାଜ୍ୟରେ ବିଜୁଳି ଦାମ୍ ବଢ଼ିବ ନାହିଁ ବୋଲି ଆଜି ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ସ୍ପଷ୍ଟ କରିଛନ୍ତି । ବିଜୁଳି ଦାମ୍ ବୃଦ୍ଧି ନେଇ ଓଡ଼ିଶା ବିଦ୍ୟୁତ ନିୟାମକ ଆୟୋଗଙ୍କ ପାଖରେ ଦାବି କରିଥିଲା ଗ୍ରୀଡ୍କୋ । ହେଲେ ଗ୍ରିଡକୋ ଦେଇଥିବା ପ୍ରସ୍ତାବକୁ ନେଇ ଦର ବୃଦ୍ଧି କରିବା ନେଇ କୌଣସି ଯୋଜନା ନାହିଁ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି । ବିଜୁଳି ଦର ବଢ଼ିବା ନେଇ କୌଣସି ଆଲୋଚନା ହୋଇନଥିବା ସେ କହିଛନ୍ତି । Post navigation ଜଗା ଦର୍ଶନ ହେବ ସହଜ, ନୂଆବର୍ଷରୁ ଧାଡ଼ି ଦର୍ଶନ ନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ସୂଚନା ୨୪ ବିଦାୟ ଅବଗଣନା ଆରମ୍ଭ; ସୁଇସାଇଡ ଗୋଲରେ ଭାଙ୍ଗିଗଲା ନବୀନ ସ୍ବପ୍ନ