ଜାତୀୟ ଉପଭୋକ୍ତା ଦିବସ କାର୍ଯ୍ୟକ୍ରମରେ ଯୋଗ ଦେଇ ଚିଟଫଣ୍ଡ କେଳେଙ୍କାରୀ ନେଇ ମୁହଁ ଖୋଲିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେ କହିଛନ୍ତି ମୁଁ ବି ଚିଟଫଣ୍ଡ୍ ଠକେଇର ଶିକାର ହୋଇଥିଲି । ଥରେ ନୁହେଁ ବରଂ ଦୁଇ ଦୁଇ ଥର ଚିଟଫଣ୍ଡର ଶିକାର ହୋଇଥିଲି। ୧୯୯୦ ଓ ୨୦୦୨ରେ ଠକେଇରେ ଶିକାର ହୋଇଥିଲି । ଗୋଟିଏ ସରକାରୀ ଓ ଗୋଟିଏ ବେସରକାରୀ ସଂସ୍ଥା ଠକିଥିଲେ। ଟଙ୍କା ଯୋଗାଡ଼ କରି ଦେଲି କିନ୍ତୁ ପରେ ଦେଖିଲି ସଂସ୍ଥା ନାହିଁ। ୧୯୮୬ ଆଇନ ଅନୁସାରେ ଅପିଲ୍ ବି କରିଥିଲି, ମାତ୍ର ଟଙ୍କା ମିଳିଲା ନାହିଁ । Post navigation ଉନ୍ମୋଚିତ ହେଲା ଅଟଳ ବିହାରୀ ବାଜପେୟୀଙ୍କ ବ୍ରୋଞ୍ଜ ପ୍ରତିମୂର୍ତ୍ତି ଆଜିଠୁ ଦୁଇ ଦିନ ରାଜ୍ୟରେ ବର୍ଷା ସମ୍ଭାବନା