ରାଜ୍ୟ ସରକାରଙ୍କ ଆଇନ ବିଭାଗ ପକ୍ଷରୁ ଆଜି ୫ ଜଣିଆ ଓଡ଼ିଶା ଲ’ କମିଶନ ଗଠନ କରାଯାଇଛି । ଲ’ କମିଶନରେ ଅଧ୍ୟକ୍ଷଙ୍କ ସହ ଅଛନ୍ତି ୬ ସଦସ୍ୟ । ଜଷ୍ଟିସ ବିଶ୍ୱନାଥ ରଥଙ୍କୁ ଆଇନ ଆୟୋଗର ଅଧ୍ୟକ୍ଷ ନିଯୁକ୍ତ କରାଯାଇଛି । ଆଡଭୋକେଟ ଜେନେରାଲ ପୀତାମ୍ବର ଆଚାର୍ଯ୍ୟ ଏବଂ ଆଇନ ବିଭାଗର ପ୍ରମୁଖ ଶାସନ ସଚିବ, ଏକ୍ସ ଅଫିସିଓ ସଦସ୍ୟ ଭାବେ ନିଯୁକ୍ତ ହୋଇଥିବାବେଳେ ବରିଷ୍ଠ ଆଇନଜୀବୀ ସୂର୍ଯ୍ୟ ପ୍ରକାଶ ମିଶ୍ର ଏବଂ ବରିଷ୍ଠ ଆଇନଜୀବୀ ସୌର ଚନ୍ଦ୍ର ମହାପାତ୍ର ଓଡ଼ିଶା ଲ’ କମିଶନର ସଦସ୍ୟ ଅଛନ୍ତି ଓ ଆଇନ ବିଭାଗର ଅତିରିକ୍ତ ସଚିବ ମଧ୍ୟ କମିଶନରେ ସ୍ଥାନ ପାଇଛନ୍ତି । Post navigation ପୂର୍ବତନ ପ୍ରଧାନମନ୍ତ୍ରୀ ଡଃ ମନମୋହନ ସିଂହଙ୍କୁ ଶଦ୍ଧାଞ୍ଜଳି ଅର୍ପଣ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଦରଦାମ ବୃଦ୍ଧି ବିରୋଧରେ ଜାନୁଆରୀ ୬ ତାରିଖରେ ଗଣବିକ୍ଷୋଭକୁ ସଫଳ କରିବା ପାଇଁ ବିଜେଡିର ପ୍ରସ୍ତୁତି ବୈଠକ