ସାରା ଦେଶରେ ଚହଳ ପକାଇଛି HMPV ଭାଇରସ୍ । ଭାରତରେ ବିଭିନ୍ନ ରାଜ୍ୟରୁ HMPV ଭାଇରସ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଏବେ ସୁଦ୍ଧା କର୍ଣ୍ଣାଟକ, ଗୁଜୁରାଟ, ତାମିଲନାଡୁ, ପଶ୍ଚିମବଙ୍ଗ ଓ ମହାରାଷ୍ଟ୍ରରେ HMPV ଭାଇରସ ଆକ୍ରାନ୍ତ ଚିହ୍ନଟ ହୋଇସାରିଥିବା ବେଳେ ବୈଠକ ଡାକିଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ।HMPVକୁ ନେଇ ବୁଧବାର ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ ନେଇ ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ । ଏହି ବୈଠକରେ ସମସ୍ତ ଜିଲ୍ଲାର ସ୍ଥିତି ଓ ପ୍ରସ୍ତୁତିକୁ ନେଇ ଆଲୋଚନା କରାଯିବ ବୋଲି ଜଣାପଡ଼ିଛି। Post navigation ଜନସାଧାରଣଙ୍କ ପାଇଁ ଆସନ୍ତାକାଲିଠୁ ଖୋଲିବ ରାଜଭବନ ଉଦ୍ୟାନ କେନ୍ଦ୍ର ଶିକ୍ଷା ମନ୍ତ୍ରୀଙ୍କ ଉପସ୍ଥିତିରେ ସାଲେପୁର ବିଜେପି ଦୁଇଫାଳ