ଆଜି ଦ୍ୱିତୀୟ ଥର ପାଇଁ ଆମେରିକାର ରାଷ୍ଟ୍ରପତି ଭାବେ ଶପଥ ନେଲେ ଡୋନାଲ୍ଡ ଟ୍ରମ୍ପ୍ । ଆମେରିକାର ୪୭ ତମ ରାଷ୍ଟ୍ରପତି ଭାବେ ସେ ଶପଥ ଗ୍ରହଣ କରିଛନ୍ତି । ଏହି ଅବସରରେ ଆମେରିକାର ଉପରାଷ୍ଟ୍ରପତି ଭାବେ ଜେଡି ଭେନ୍ସ ମଧ୍ୟ ଶପଥ ନେଇଛନ୍ତି । ଗତବର୍ଷ ଟ୍ରମ୍ପଙ୍କ ଉପରେ ହୋଇଥିବା ଆକ୍ରମଣକୁ ଦୃଷ୍ଟିରେ ରଖି ୱାଂଟିଶନ ଡିସି ଓ ଏହାର ଆଖପାଖ ଅଞ୍ଚଳରେ ସୁରକ୍ଷାକୁ ବଢ଼ାଇଦିଆଯାଇଛି । ଭାରତ ପକ୍ଷରୁ ଏହି ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍. ଜୟଶଙ୍କର ଅଂଶଗ୍ରହଣ କରିଛନ୍ତି । Post navigation ପାକିସ୍ତାନ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ୍ ଖାନ୍ଙ୍କୁ ୧୪ ବର୍ଷ ଜେଲ୍