ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓଡ଼ିଶାର SOG ଯବାନଙ୍କୁ ମିଳୁଥିବା ସ୍ୱତନ୍ତ୍ର ଭତ୍ତା (Risk Allowance) ୮ ହଜାର ଟଙ୍କାରୁ ୨୫ ହଜାର ଟଙ୍କା ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି। ଗତକାଲି ନୂଆପଡ଼ା ଜିଲ୍ଲା ସୀମାନ୍ତ ଛତିଶଗଡ଼ କୁଲହରିଘାଟ ଅଞ୍ଚଳରେ ସୁରକ୍ଷା ବାହିନୀଙ୍କ ମିଳିତ ଅଭିଯାନ ଦ୍ୱାରା ୧୪ ମାଓବାଦୀ ନିହତ ହୋଇଥିଲେ। ଏହି ଅଭିଯାନରେ ଓଡିଶା ପୋଲିସର SOG ଯବାନଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥିଲା, ଏଥିପାଇଁ ସମସ୍ତ ଯବାନଙ୍କୁ ମୁଖ୍ୟମନ୍ତ୍ରୀ ଶୁଭେଚ୍ଛା ଜଣାଇବା ସହିତ ଆଗାମୀ ଦିନରେ ଓଡିଶାରେ ନକ୍ସଲ ବିରୋଧୀ ଅଭିଯାନ ଆହୁରି ବ୍ୟାପକ କରାଯିବ ବୋଲି କହିଛନ୍ତି। Post navigation ନବଗଠିତ ପ୍ୟାକ୍ସ ଓ ଲ୍ୟାମ୍ପ୍ସ ମାନଙ୍କୁ ମିଳିବ ୫ ଲକ୍ଷ ଟଙ୍କା ଲେଖାଏଁ ମୂଳଧନ ସୁଭଦ୍ରା ଯୋଜନାରେ ଆବେଦନ କରିଛନ୍ତି ୧୫୭ ଜଣ ପୁରୁଷ