ଓଡ଼ିଶା ବିଧାନସଭାର ସଚିବ ଭାବେ ବରିଷ୍ଠ ଆଇଏଏସ ଅଫିସର ସତ୍ୟବ୍ରତ ରାଉତଙ୍କୁ ଶୁକ୍ରବାର ଦିନ ନିଯୁକ୍ତି ପ୍ରଦାନ କରାଯାଇଛି । ସତ୍ୟବ୍ରତଙ୍କ ନିଯୁକ୍ତି ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଶ୍ରୀ ରାଉତ ଏବେ ପୂର୍ତ୍ତ ବିଭାଗର ଅତିରିକ୍ତ ସଚିବ ଅଛନ୍ତି । କାର୍ଯ୍ୟସୂଚୀ ଅନୁଯାୟୀ ଓଡ଼ିଶା ବଜେଟ୍ ଅଧିବେଶନ ୨୦୨୫ ଦୁଇଟି ପର୍ଯ୍ୟାୟରେ ଅନୁଷ୍ଠିତ ହେବ ଏବଂ ଏଥିରେ ମୋଟ ୨୮ଟି କାର୍ଯ୍ୟଦିବସ ରହିବ । Post navigation ରାସନ କାର୍ଡ ହିତାଧିକାରୀଙ୍କୁ ସରକାରଙ୍କ ଆଶ୍ୱସ୍ତି; କମ୍ ଦରମା ଥିଲେ କଟିବନି ରାସନ କାର୍ଡ ରାଷ୍ଟ୍ରପତିଙ୍କ ବିରୋଧରେ କଂଗ୍ରେସର ମନ୍ତବ୍ୟ ଦଳର ‘ସାମନ୍ତବାଦୀ ଚିନ୍ତାଧାରା ଓ ରୁଗ୍ଣ ମାନସିକତା’: ମନମୋହନ ସାମଲ