ରାଜ୍ୟରୁ ବେଆଇନ ନିଶା କାରବାରକୁ ସମ୍ପୂର୍ଣ୍ଣ ମୂଳପୋଛ କରିବାକୁ ଅଣ୍ଟା ଭିଡିଛି ଓଡିଶା ପୋଲିସ । ମାର୍ଚ୍ଚ ୩୧ ସୁଦ୍ଧା ରାଜ୍ୟରେ ବେଆଇନ ନିଶା କାରବାର ବନ୍ଦ କରିବାକୁ ଲକ୍ଷ୍ୟ ରଖିଛି ପୋଲିସ । ଏ ନେଇ ସବୁ ଜିଲ୍ଲାର ଏସପିଙ୍କୁ ଡିଜିପି ୱାଇ.ବି ଖୁରାନିଆ ନିର୍ଦ୍ଦେଶ ଦେଇଛନ୍ତି । ପ୍ରତ୍ୟେକ ଦିନ ଏକର ଏକର ଗଞ୍ଜେଇ ଚାଷ ନଷ୍ଟ କରାଯାଉଛି । ଜାନୁଆରୀ ଶେଷ ସୁଦ୍ଧା ୨୧୩ ମାମଲା, ୮,୨୬୯ ଗଞ୍ଜେଇ ଚାଷ ନଷ୍ଟ କରାଯାଇଛି । ଏବେ ସୁଦ୍ଧା ୫୯୧ଟି ମାମଲା ସହ ୨୫୦୦୦ ଏକର ଗଞ୍ଜେଇ ଚାଷ ନଷ୍ଟ କରାଯାଇଛି । Post navigation ବାରବାଟୀ ଦିନିକିଆ ମ୍ୟାଚ୍: ଭୁବନେଶ୍ୱରରେ ପହଞ୍ଚିଲେ ଭାରତୀୟ ଓ ଇଂଲଣ୍ଡ ଦଳର ଖେଳାଳି ଗ୍ରେଟର ଭୁବନେଶ୍ୱର ପାଇଁ ପ୍ରସ୍ତୁତି ଆରମ୍ଭ; ୪ଟି ସହରକୁ ନେଇ ଗଠନ ହେବ ନୂଆ ଅର୍ଥନୈତିକ ଅଞ୍ଚଳ