Bhakta Das appointed Odisha Congress President

ଲମ୍ଭା ପ୍ରତିକ୍ଷାର ଅନ୍ତ ଘଟାଇ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେ, ଦଳର ବରିଷ୍ଠ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଭକ୍ତ ଚରଣ ଦାସଙ୍କୁ ଓଡ଼ିଶା କଂଗ୍ରେସ ସଭାପତି ନିଯୁକ୍ତ କରିଛନ୍ତି ।

ଶରତ ପଟ୍ଟନାୟକଙ୍କ ଇସ୍ତଫା ପରେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ସଭାପତି ପଦବୀ ଖାଲି ପଡ଼ିଥିଲା ।

ଭକ୍ତ ଚରଣ ଦାସ ଓଡ଼ିଶା ବିଧାନସଭାରେ ବିଧାୟକ ଭାବରେ ଥରେ ଏବଂ ଲୋକ ସଭା ସାଂସଦ ଭାବରେ ତିନି ଥର କାର୍ଯ୍ୟ କରିଛନ୍ତି ।

Bhakta Das appointed Odisha Congress President

By Nirvay

Leave a Reply

Your email address will not be published. Required fields are marked *