ଆଜି ରାମଲୀଲା ମଇଦାନରେ ଅନୁଷ୍ଠିତ ଶପଥ ଗ୍ରହଣ ସମାରୋହରେ ଶ୍ରୀମତୀ ରେଖା ଗୁପ୍ତା ମୁଖ୍ୟମନ୍ତ୍ରୀ ଭାବେ ଓ ତାଙ୍କ ନେତୃତ୍ୱରେ ଦିଲ୍ଲୀ କେନ୍ଦ୍ର ଶାସିତ ଅଞ୍ଚଳର ନୂତନ ମନ୍ତ୍ରୀମଣ୍ଡଳ ଶପଥ ଗ୍ରହଣ କରିବେ। ଏହି ଶପଥ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, ଭାରତୀୟ ଜନତା ପାର୍ଟିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ଏବଂ ଏନଡିଏ ଶାସିତ ରାଜ୍ୟଗୁଡ଼ିକର ମୁଖ୍ୟମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀମାନେ ଯୋଗ ଦେବାରୁ ଥିବା ବେଳେ ଓଡିଶାରୁ ଏହି କାର୍ଯ୍ୟକ୍ରମରେ ମାନ୍ୟବର ଉପ- ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା ଯୋଗ ଦେଇ ନୂତନ ସରକାରଙ୍କୁ ଶୁଭେଚ୍ଛା ପ୍ରଦାନ କରିବା ସହ ଆଗାମୀ ଭବିଷ୍ୟତ ପାଇଁ ସେମାନଙ୍କୁ ଶୁଭାବିଳାଶ ପ୍ରଦାନ କରିବେ ବୋଲି ସୂଚନା ମିଳିଛି । Post navigation ରକ୍ତ ଜୁଡୁବୁଡୁ ଅବସ୍ଥାରେ ରାସ୍ତାରୁ ବିଶ୍ବବିଦ୍ୟାଳୟର ଛାତ୍ରୀ ଉଦ୍ଧାର ତାମିଲନାଡୁରେ ସ୍ବାମୀ ଓ ଛୁଆ ସମ୍ମୁଖରେ ଓଡ଼ିଆ ମହିଳାଙ୍କୁ ଗଣଦୁଷ୍କର୍ମ