Nadda's visit to Odisha was official-Manmohan Samal

ଆଜି ରାଜ୍ୟ ଅତିଥି ଭବନରେ ଭାରତୀୟ ଜନତା ପାର୍ଟିର ଅନୁଷ୍ଠିତ ବୈଠକ ପରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ପ୍ରତିକ୍ରିୟା ।

ଦୁଇ ଦିନିଆ ଓଡିଶା ଗସ୍ତରେ ଆସିଥିବା ସ୍ୱାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡାଙ୍କ ଗସ୍ତ ସରକାରୀ ଥିଲା । ରାଜ୍ୟର ନୂଆ ସଭାପତି ଚୟନ ନେଇ କୌଣସି ଆଲୋଚନା ହୋଇନାହିଁ ବୋଲି ସାମଲ କହିଛନ୍ତି ।

By Nirvay

Leave a Reply

Your email address will not be published. Required fields are marked *