ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକ ଙ୍କର ୧୦୯ ତମ ଜନ୍ମ ଜୟନ୍ତୀ ଉପଲକ୍ଷେ ଆଜି ଯାଜପୁରରେ ବିଜୁ ବାବୁଙ୍କର ଏକ ବିଶାଳ ପ୍ରତିମୂର୍ତ୍ତୀ ଉନ୍ମୋଚନ ହୋଇଛି । ପୂର୍ବତନ ସାଂସଦ ଶର୍ମିଷ୍ଠା ସେଠି, ବିରୋଧୀଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ସମେତ ଯାଜପୁର ସାଂସଦୀୟ ନିର୍ବାଚନା ମଣ୍ଡଳୀ ଅନ୍ତର୍ଗତ ବିଜୁ ଜନତା ଦଳ ର ସମସ୍ତ ନେତୃବୃନ୍ଦ ଏବଂ ହଜାର ହଜାର ସଂଖ୍ୟା ରେ ଜନସାଧାରଣ ଏଥିରେ ଯୋଗ ଦେଇ ବିଜୁ ବାବୁଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । Post navigation ବିଜୁ ପଟ୍ଟନାୟକଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ ସମାରୋହ କୁ ଆସିଲେନି ନବୀନ ଖୁବ ଶୀଘ୍ର ଭୁବନେଶ୍ୱରରୁ ଗାଜିଆବାଦ ଏବଂ ପୋର୍ଟ ବ୍ଲେୟାରକୁ ଉଡ଼ିବ ବିମାନ